Masthead

ଆଶା ଛାଡି ନାହାନ୍ତି ହିମାଂଶୁ

ଧର୍ମଶାଳା (ବଡ଼ ଖବର ବ୍ୟୁରୋ): ଆଶା ଛାଡି ନାହାନ୍ତି ହିମାଂଶୁ। ଟିକେଟ ପାଇବା ଦାବିରେ ଧର୍ମଶାଳା ମହୋତ୍ସବ ପଡ଼ିଆରୁ ବାଇକ୍ ଶୋଭାଯାତ୍ରାରେ ବାହାରିଛନ୍ତି ହିମାଂଶୁଙ୍କ ସମର୍ଥକ। ଦଳୀୟ ନିଷ୍ପତ୍ତି ପୁନଃର୍ବିଚାର ଦାବିରେ ବିଜେପି ରାଜ୍ୟ କାର୍ଯ୍ୟାଳୟ ଅଭିମୁଖେ ବାଇକ ଶୋଭାଯାତ୍ରା।

ଧର୍ମଶାଳା ବିଧାନସଭା ଆସନରୁ ସ୍ମୃତିରେଖାଙ୍କୁ ଟିକେଟ ମିଳିଥିବା ବେଳେ ହଜାର ହଜାର ସଂଖ୍ୟାର କର୍ମୀଙ୍କ ପ୍ରତିବାଦରେ ପ୍ରକମ୍ପିତ ହୋଇଥିଲା ରାଜ୍ୟ କାର୍ଯ୍ୟାଳୟ। ଟିକେଟ ପରିବର୍ତ୍ତନ କରି ନଥିବାରୁ ଶେଷ ଥର ପାଇଁ ଯାଉଛନ୍ତି ଭୁବନେଶ୍ୱର।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ? 🔴 ପାଠ୍ୟପୁସ୍ତକ ତ୍ରୁଟି ଉପରେ ମୁଖ୍ୟମନ୍ତ୍ରୀଙ୍କ କଡା ଆଭିମୁଖ୍ୟ , ତଦନ୍ତ ପାଇଁ ଗଠନ ହେଲା ଉଚ୍ଚସ୍ତରୀୟ କମିଟି 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ? 🔴 ପାଠ୍ୟପୁସ୍ତକ ତ୍ରୁଟି ଉପରେ ମୁଖ୍ୟମନ୍ତ୍ରୀଙ୍କ କଡା ଆଭିମୁଖ୍ୟ , ତଦନ୍ତ ପାଇଁ ଗଠନ ହେଲା ଉଚ୍ଚସ୍ତରୀୟ କମିଟି