ପୁଣି ୬ ଏଚଏ ପଜିଟିଭ ଚିହ୍ନଟ

କଟକ (ବଡ଼ ଖବର ବ୍ୟୁରୋ): ପୁଣି ୬ ଜଣ ଏଚ ଏ ପଜିଟିଭ ଚିହ୍ନଟ । ଏହାକୁ ମିଶାଇ ଦୁଇ ଦିନ ମଧ୍ୟରେ ନୂଆ ୧୧ ଜଣ ଜଣ୍ଡିଶ ରୋଗୀ ଚିହ୍ନଟ ହୋଇଛନ୍ତି । ଆଜି ମଧ୍ୟ ଏହି ଅଞ୍ଚଳରେ ଆଉ କିଛି ବ୍ଲଡ ସାମ୍ପୂଲ୍ ସଂଗ୍ରହ କରାଯିବ ବୋଲି ମହାନଗର ନିଗମ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି । ତେବେ ପରିସ୍ଥିତି ନିୟନ୍ତ୍ରଣ ଆସିବା ଯାଏଁ ଏହି ଅଞ୍ଚଳରେ ସ୍ୱାସ୍ଥ୍ୟକର୍ମୀ ଓ ଆଶାକର୍ମୀ ଘର ଘର ବୁଲି ଲୋକଙ୍କୁ ପିଇବା ପାଣିରେ ହାଲୋଜେନ୍ ବଟିକା ବ୍ୟବହାର ଓ ପାଣି ଫୁଟାଇ ପିଇବା ନେଇ ସଚେତନ କରାଇବା ପାଇଁ କୁହାଯାଇଛି ।

ପାନୀୟ ଜଳ ଯୋଗାଣକାରୀ ସଂସ୍ଥା ୱାଟକୋ ପକ୍ଷରୁ ପାଣି ପାଇପ୍ ମରାମତି କାର୍ଯ୍ୟ ଜାରି ରହିଥିବା ବେଳେ ଆବଶ୍ୟକ ସ୍ଥଳେ ଲୋକଙ୍କୁ ଅସ୍ଥାୟୀ ପାଣି ଟାଙ୍କୀ ଜରିଆରେ ପିଇବା ପାଣି ଯୋଗାଇ ଦିଆଯାଉଛି । ଗତକାଲି ୫୨ ନଂ ୱାର୍ଡ ରାଜେନ୍ଦ୍ର ନଗର ଅଞ୍ଚଳରେ ମହାନଗର ନିଗମ କମିଶନର ଓ ସ୍ଵାସ୍ଥ୍ୟ ଅଧିକାରୀ ବୁଲି ସ୍ଥିତି ଅନୁଧ୍ୟାନ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ