Masthead

ଆଜି ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ

ପୁରୀ(ବଡ଼ ଖବର ବ୍ୟୁରୋ):ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନକଲାଗି ନୀତି । ଏଥିପାଇଁ ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ । ଦ୍ଵିତୀୟ ଭୋଗମଣ୍ଡପ ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ ।

ଦତ୍ତମହାପାତ୍ର ସେବକମାନେ ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତତୁ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରିବେ । ହିଙ୍ଗୁଳ, ହରିତାଳ, କସ୍ତରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଆଜି ସନ୍ଧ୍ୟା ପ୍ରାୟ ୬ଟାରୁ ରାତି ୧୦ଟା ପର୍ୟ୍ୟନ୍ତ ଚାରି ଘଣ୍ଟା ବନ୍ଦ ରହିବ ଦର୍ଶନ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା