Masthead

ପ୍ରଥମ ପର୍ଯ୍ୟାୟକୁ ସପ୍ତାହେ ସମୟ, ପ୍ରାର୍ଥୀ ଦେବାରେ ଅସଫଳ ଦଳ !

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କୌଣସି ମୁହୂର୍ତ୍ତରେ ଆସିପାରେ ଟିକେଟ । କେବେ ଟିକେଟ ଆସିବ, କାହା ନାଁ ରହିବ । ଚିନ୍ତାରେ ଆଶାୟୀ ପ୍ରାର୍ଥୀ । ପ୍ରଥମ ପର୍ଯ୍ୟାୟ ନିର୍ବାଚନକୁ ରହିଲା ମାତ୍ର ୭ ଦିନ ଏଯାଏଁ ପ୍ରାର୍ଥୀ ଘୋଷଣା କରିନାହାନ୍ତି ଦଳ । ୩ ଦଳ ଅନେକ ବିଧାନସଭା ସିଟରେ କାର୍ଡ ଖୋଲି ନାହାନ୍ତି ।

ବିଜେଡି ୧୦୮ ବିଧାନସଭା ଆସନ ପାଇଁ କରିଛି ପ୍ରାର୍ଥୀ ଘୋଷଣା । ବିଜେପି ୧୧୨ ଓ କଂଗ୍ରେସ ଘୋଷଣା ୪୯ କରିଛି । ସେପଟେ ଲୋକସଭା ପ୍ରାର୍ଥୀ ଘୋଷଣାରେ ପଛରେ ପଡିଛି କଂଗ୍ରେସ । ୮ଟ ଆସନରେ ପ୍ରାର୍ଥୀ ଦେଇ ରହିଯାଇଛି ଦଳ । ବିଜେପି କରିଛି ୨୧ଲୋକସଭା କ୍ଷେତ୍ରରେ ୨୧ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି କିନ୍ତୁ ବିଜେଡିର ଛିଣ୍ଡୁନି ବାଲେଶ୍ୱର ଅଙ୍କ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ