Masthead

ଆଉ ଟାଟୁ କରିପାରିବେନି ପୋଲିସ କର୍ମଚାରୀ, ୧୫ ଦିନ ମଧ୍ୟରେ ଲିଭାଇବାକୁ ନିର୍ଦ୍ଦେଶ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଏଣିକି ଦେହରେ ଆଉ ଟାଟୁ କରିପାରିବେନି ପୋଲିସ ଅଧିକାରୀ । ଟାଟୁକୁ ନେଇ ଆସିଲା ନୂଆ ଗାଇଡଲାଇନ । ଟାଟୁ କରିଥିବା ପୋଲିସ କର୍ମଚାରୀଙ୍କୁ କଡ଼ା ନିର୍ଦ୍ଦେଶ । ଦେହରେ ଟାଟୁ ଥିଲେ ତୁରନ୍ତ ଲିଭାଇବାକୁ ଡିସିପି (ସିକ୍ୟୁରିଟି)ଙ୍କ ନିର୍ଦ୍ଦେଶ । ସ୍ପେଶାଲ ସିକ୍ୟୁରିଟି ବାଟାଲିୟନ୍‌ରେ କାର୍ଯ୍ୟରତ ସିପାହୀଙ୍କୁ ବି ନିର୍ଦ୍ଦେଶ । ୧୫ ଦିନରେ ଟାଟୁ ନଲିଭାଇଲେ ନିଆଯିବ କାର୍ଯ୍ୟାନୁଷ୍ଠାନ । ଶୃଙ୍ଖଳିତ ବିଭାଗରେ ବିଶୃଙ୍ଖଳାଙ୍କୁ ପ୍ରଶୟ ଦିଆଯିବନାହିଁ । ଏଭଳି ନିର୍ଦ୍ଦେଶନାମା ଜାରି କରିଛି ସ୍ପେଶାଲ ସିକ୍ୟୁରିଟି ବାଟାଲିୟନ୍ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି