Masthead

ଜଟଣୀ ବିଜେଡି ପ୍ରାର୍ଥୀ ବିଭୂତି ବଳବନ୍ତରାୟଙ୍କୁ ବିରୋଧ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଜଟଣୀ ବିଜେଡିରେ କଳି । ଜଟଣୀ ନିର୍ବାଚନ ମଣ୍ଡଳୀରେ ବିଜେଡି ବିଧାୟକ ପ୍ରାର୍ଥୀ ବିଭୂତି ବଳବନ୍ତରାୟଙ୍କୁ ବିରୋଧ। ଶଙ୍ଖ ଭବନ ସମ୍ମୁଖରେ ବିଭୂତି ହଟାଅ ଓ ଜଟଣୀ ବଞ୍ଚାଅ ନାରା। ଅନ୍ୟତମ ଆଶାୟୀ ପ୍ରାର୍ଥୀ ଅର୍ଜୁନ ପରିଡ଼ାଙ୍କୁ ଟିକଟ ଦେବା ଦାବିରେ ଶଙ୍ଖ ଭବନ ସମ୍ମୁଖରେ ନାରାବାଜି। ଯଦି ପ୍ରାର୍ଥୀ ପରିବର୍ତ୍ତନ ନହୁଏ ହଜାର ହଜାର କର୍ମୀ ଦଳ ଛାଡ଼ିବାକୁ ଦେଲେ ଚେତାବନୀ । ଶଙ୍ଖ ଭବନ ଆଗରେ ଜଟଣୀ ବିଧାୟକ ପ୍ରାଥି ବିଭୂତିଙ୍କୁ ପରିବର୍ତ୍ତନ କରିବାକୁ କଲେ ଦାବି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟାପାଣି ଘେରରେ ଜୀବନ 🔴 ଘାନାରେ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ 🔴 ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଆଲର୍ଟ 🔴 ଆତଙ୍କୀଙ୍କ ଆଡ୍ଡା ପାଲଟିଛି ଗଞ୍ଜାମ,୨୪ ଘଣ୍ଟା ମଧ୍ୟରେ ହୋଇଛି ୩ ହତ୍ୟାକାଣ୍ଡ 🔴 ରେଳଧାରଣାକୁ ଧସିଲା ମାଟି 🔴 ଜେଲ ଯିବେ ଶେଖ ହାସିନା 🔴 ପାଣି ଘେରରେ ଭୋଗରାଇ ବ୍ଳକର ୧୫ଟି ପଞ୍ଚାୟତର ୩୦ ଗାଁ 🔴 ଆଜିଠୁ ବାହୁଡ଼ା ପ୍ରସ୍ତୁତି, ଦକ୍ଷିଣ ମୋଡ଼ ନେବ ୩ ରଥ 🔴 ୩ ଦିନ ପ୍ରବଳ ବର୍ଷିବ 🔴 ଓଏଏସ୍ ଓ ଓଆରଏସଙ୍କ ଛୁଟି 🔴 ବନ୍ୟାପାଣି ଘେରରେ ଜୀବନ 🔴 ଘାନାରେ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ 🔴 ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଆଲର୍ଟ 🔴 ଆତଙ୍କୀଙ୍କ ଆଡ୍ଡା ପାଲଟିଛି ଗଞ୍ଜାମ,୨୪ ଘଣ୍ଟା ମଧ୍ୟରେ ହୋଇଛି ୩ ହତ୍ୟାକାଣ୍ଡ 🔴 ରେଳଧାରଣାକୁ ଧସିଲା ମାଟି 🔴 ଜେଲ ଯିବେ ଶେଖ ହାସିନା 🔴 ପାଣି ଘେରରେ ଭୋଗରାଇ ବ୍ଳକର ୧୫ଟି ପଞ୍ଚାୟତର ୩୦ ଗାଁ 🔴 ଆଜିଠୁ ବାହୁଡ଼ା ପ୍ରସ୍ତୁତି, ଦକ୍ଷିଣ ମୋଡ଼ ନେବ ୩ ରଥ 🔴 ୩ ଦିନ ପ୍ରବଳ ବର୍ଷିବ 🔴 ଓଏଏସ୍ ଓ ଓଆରଏସଙ୍କ ଛୁଟି