Masthead

ସ୍ୱାଧୀନ ପ୍ରାର୍ଥୀ ଭାବରେ ନିର୍ବାଚନ ଲଢିବେ ରୋହିତ ଦୁର୍ଗା

କଳାହାଣ୍ଡି(ବଡ଼ ଖବର ବ୍ୟୁରୋ):ସାଧାରଣ ନିର୍ବାଚନ ପାଇଁ ଟିକେଟ କସରତ ଚାଲିଥିବାବେଳେ ଦଳଡିଆଁ ପର୍ବ ମଧ୍ୟ ଜାରିରହିଛି । ଏହାରି ମଧ୍ୟରେ ଭବାନୀପାଟଣା ବିଧାନସଭା ନିର୍ବାଚନ ମଣ୍ଡଳୀରେ ବିଦ୍ରୋହ ଦେଖାଯାଇଛି । ଗତ ୧୪ ବର୍ଷ ଧରି ବିଜେପି ଦଳ ଦୁର୍ଗା ଦଳକୁ ମଜବୁତ କରିବା ଏବଂ ଆନ୍ତରିକତାର ସହ ଜଡିତ ନେତା ରୋହିତ କୁମାର । ଭବାନୀପାଟଣା ବିଧାନସଭା ନିର୍ବାଚନମଣ୍ଡଳୀରୁ ଟିକେଟ୍ ନପାଇବାରୁ ସେ ଅସନ୍ତୋଷ ବ୍ୟକ୍ତ କରି ବିଜେପି ରୁ ପ୍ରାଥମିକ ସଦସ୍ୟତା ରୁ ଇସ୍ତଫା ଦେଇଛନ୍ତି ଏବଂ ସ୍ୱାଧୀନ ପ୍ରାର୍ଥୀ ଭାବେ ପ୍ରତିଦ୍ୱନ୍ଦ୍ୱିତା କରିବେ ବୋଲି ସାମ୍ବାଦିକ ସମ୍ବିଳନୀ ରେ ଘୋଷଣା କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ