ଚାନ୍ଦବାଲିରେ ରାତି ଅଧିଆ ଗୋରୁ ଚାଲାଣ

ଚାନ୍ଦବାଲି(ବଡ଼ ଖବର ବ୍ୟୁରୋ):ଭଦ୍ରକ ଜିଲ୍ଲା ଚାନ୍ଦବାଲି ବ୍ଲକ କୋଇଥ ଖୋଲା ପଞ୍ଚାୟତ କିଶୋର ପ୍ରସାଦ ଗାଁ ନିକଟସ୍ଥ ବିଲ ମଧ୍ୟରେ ଗତକାଲି ରାତିରେ ଗୋ ମାଫିଆମାନେ ଏକାଧିକ ଗୋରୁ ବାନ୍ଧି କୁଆଡେ ଫେରାର ଅଛନ୍ତି । କିଶୋର ପ୍ରସାଦ ଗାଁରେ ପ୍ରମିଳା ମାନାଙ୍କ ଘର ପଛପଟେ ପ୍ରଥମେ ୪ଟି ଗୋରୁ ବାନ୍ଧି ରଖି ଥିଲାବେଳେ ରାତି ପାହିଲା ବେଳେ ୪୨ ଟି ଗୋରୁ ବନ୍ଧା ହୋଇଥିବା ଦେଖିବାକୁ ମିଳିଥିଲା।

ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଖୋଳ ତାଡ଼ ଆରମ୍ଭ ହୋଇଛି । ଏହି ଘଟଣାରେ ପୋଲିସ ପ୍ରଶାସନକୁ ଖବର ଯାଇଥିଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇନାହିଁ । ଅନେକ ଥର ଏମିତି ଘଟଣା ସାମ୍ମାକୁ ଆସୁଥିଲେ ମଧ୍ୟ ପ୍ରଶାସନ ଏଯାଏଁ କୌଣସି ତତ୍ପରତା ଦେଖାଇନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ