କଂଗ୍ରେସର ପ୍ରଚାର କମିଟି ଘୋଷଣା

ଭୁବନେଶ୍ବର(ବଡ଼ ଖବର ବ୍ୟୁରୋ): ପାଖେଇ ଆସୁଛି ସାଧାରଣ ନିର୍ବାଚନ। ପ୍ରସ୍ତୁତି ଆରମ୍ଭ କଲେଣି ପ୍ରମୁଖ ଦଳ । ଏହାରିଭିତରେ ଆଜି କଂଗ୍ରେସ ତା’ର ପ୍ରଚାର କମିଟି ତାଲିକା ପ୍ରକାଶ କରିଛି। ଏଥିରେ ୫୯ ଜଣଙ୍କ ନାମ ରହିଛି। ଏହି କମିଟିର ଅଧ୍ୟକ୍ଷ ଭକ୍ତ ଚରଣ ଦାସ ଥିବା ବେଳେ ନବଜ୍ୟୋତି ପଟ୍ଟନାୟକ ଉପାଧ୍ୟକ୍ଷ ରହିଛନ୍ତି।

ଏଆଇସିସି ସାଧାରଣ ସମ୍ପାଦକ କେସି ବେନୁଗୋପାଳଙ୍କ ଦ୍ୱାରା ପ୍ରକାଶିତ ପ୍ରେସ୍ ରିଲିଜରେ ଅନ୍ୟ ସଦସ୍ୟ ମାନେହେଲେ ସୁଧାଂଶୁ ଶେଖର ଦେଓ, ଶରତ ପଟ୍ଟନାୟକ, ନରସିଂହ ମିଶ୍ର, କେପି ସିଂଦେଓ, ନିରଞ୍ଜନ ପଟ୍ଟନାୟକ, ଶ୍ରୀକାନ୍ତ ଜେନା, ଗିରିଧର ଗମାଙ୍ଗ, କାହ୍ନୁଚରଣ ଲେଙ୍କା, ଜୟଦେବ ଜେନା, ପ୍ରସାଦ ହରିଚନ୍ଦନ, ରାମଚନ୍ଦ୍ର ଖୁଣ୍ଟିଆ, ସୁଶୀଳା ତିରିଆ, ପଞ୍ଚାନନ କାନୁନ୍‌ଗୋ, ଶରତ ରାଉତ, ଜଗନ୍ନାଥ ପଟ୍ଟନାୟକ, ହଳଧର କାର୍ଜି, ସପ୍ତଗିରି ଉଲାକା, ବିଜୟ କୁମାର ପଟ୍ଟନାୟକ, ନକୁଳ ନାୟକ, ଡ.ହମିଦ ହୁସେନ, ପୃଥ୍ବୀବଲ୍ଲଭ ପଟ୍ଟନାୟକ, ଦେବାଶିଷ ପଟ୍ଟନାୟକ, ବିଜୟଲକ୍ଷ୍ମୀ ସାହୁ, ସଦନ ନାୟକ, ମନୋରଞ୍ଜନ ତ୍ରିପାଠୀ, ପଦ୍ମକର ଗୁରୁ, କୃଷ୍ଣଚନ୍ଦ୍ର ଶଗରିଆ, ଜାକବ ପ୍ରଧାନ, ଲିପିକା ମାଝି, କୃଷ୍ଣଚନ୍ଦ୍ର ସାହୁ, ବନ୍ଦିତା ପରିଡ଼ା, ମନୋଜ ବିଶ୍ୱାଳ, ବିଦୁଭୂଷଣ ମହାପାତ୍ର, ପଞ୍ଚାନନ ଦାଶ ପ୍ରମୁଖ ରହିଛନ୍ତି।

ସେହିପରି ବିସ୍ମୟ ମହାପାତ୍ର, ରଞ୍ଜିତା ରାଉତ, ଅଜିତ ଦାସ, ସନ୍ତୋଷ ମାଣ୍ଡେଲା, ଗଣେଶ ସାହୁ, ହେମନ୍ତ ପଣ୍ଡା, ତୁଷାର ରଞ୍ଜନ ପାଟ୍ଟଯୋଷୀ, ଅଙ୍କିତ ସିଂଘାଇ, ମାନସ ତ୍ରିପାଠୀ, ବିଷ୍ଣୁଚରଣ ବାରିକ, ଏମ୍‌ଡି ଆକବର ଖାନ୍‌, ଅଶୋକ କୁମାର ମହାନ୍ତି, ସରୋଜ କୁମାର ପ୍ରଧାନ, ଦେବେନ୍ଦ୍ର କୁମାର ସାହୁ, ଆକାଶ ଭୂୟାଁ, ଗିରିବାଳା ବେହେରା, ସସ୍ମିତା ବେହେରା, ହରେକୃଷ୍ଣ ସାହୁ, ଗୀତାଞ୍ଜଳି ମହାନ୍ତ, ଶଶୀକାନ୍ତ ଲେଙ୍କା, ସୁଦାମ ବାରିକ, ସତ୍ୟ ନାୟକ, ଫକୀରା ଜଗତ କମିଟିରେ ସଦସ୍ୟ ରହିଛନ୍ତି।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ