Masthead

ସାରା ଓଡ଼ିଶାରେ ଏକ ବୈପ୍ଲବିକ ପରିବର୍ତ୍ତନ ହେବ : ବୈଜୟନ୍ତ ପଣ୍ଡା

କେନ୍ଦ୍ରାପଡ଼ା (ବଡ଼ ଖବର ବ୍ୟୁରୋ):  ବିଜେପି କେନ୍ଦ୍ରାପଡ଼ା ଲୋକସଭା ପ୍ରାର୍ଥୀ ବୈଜୟନ୍ତ ପଣ୍ଡା କେନ୍ଦ୍ରାପଡ଼ା ଆଳିରେ ବିଜେପିର କର୍ମୀ ସମ୍ମିଳନୀକୁ ସମ୍ବୋଧିତ କରିଛନ୍ତି। ତାଙ୍କ ସହିତ କେନ୍ଦ୍ରାପଡ଼ା ଜିଲ୍ଲା ସଭାପତି କିଶୋର ପଣ୍ଡା, ଆଳି ବିଧାନସଭା ପ୍ରାର୍ଥୀ କୃଷ୍ଣ ଚନ୍ଦ୍ର ପଣ୍ଡା, ଆଳିର ପୂର୍ବତନ ବିଧାୟକ ଦୋଳ ଗୋବିନ୍ଦ ନାୟକ, ବ୍ରଜ ସୁନ୍ଦର ଭୂଇଁଆଙ୍କ ସମେତ ଶତାଧୀକ ବିଜେପି କର୍ମୀ ଉପସ୍ଥିତ ଥିଲେ। ନିର୍ବାଚନ ପୂର୍ବରୁ ବୈଜୟନ୍ତଙ୍କର ଏହା ଦ୍ୱିତୀୟ ଥର ପାଇଁ କେନ୍ଦ୍ରାପଡ଼ାରେ ନିର୍ବାଚନ ପ୍ରଚାର ।  କେବଳ କେନ୍ଦ୍ରାପଡ଼ା ନୁହେଁ ସାରା ଓଡ଼ିଶାରେ ଏକ ବୈପ୍ଲବିକ ପରିଵର୍ତ୍ତନ ହେବ ବୋଲି ବୈଜୟନ୍ତ ପ୍ରତିକ୍ରିୟା ରଖିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ