Masthead

‘ଧାନ କ୍ୱିଣ୍ଟାଲ କେତେ ଟଙ୍କା କରିବ?’

ଜଗତସିଂହପୁର (ବଡ଼ ଖବର ବ୍ୟୁରୋ): ଆଗାମୀ ନିର୍ବାଚନରେ ଓଡ଼ିଶାରେ ଯଦି ଭାରତୀୟ ଜନତା ପାର୍ଟି ଶାସନକୁ ଆସେ ତେବେ ଧାନ କ୍ୱିଣ୍ଟାଲ କୁ ୩୧୦୦ ଟଙ୍କା କରିବା ପାଇଁ ଶୀର୍ଷ ନେତା ଧର୍ମେନ୍ଦ୍ର ପ୍ରଧାନ ଘୋଷଣା କରିଥିବାବେଳେ କଂଗ୍ରେସ ୩୦୦୦ ଟଙ୍କା କରିବା ପାଇଁ ଘୋଷଣା କରିଛି । ତେବେ ବିଜୁଜନତା ଦଳ ସବୁବେଳେ ଚାଷୀଙ୍କ ପାଇଁ କାର୍ଯ୍ୟ କରୁଥିବା ଡିଣ୍ଡିମ ପିଟୁଥିବା ବେଳେ ଯଦି ପୁଣି ଥରେ ଶାସନକୁ ଆସେ ତେବେ ଧାନ କ୍ୱିଣ୍ଟାଲ କେତେ ଟଙ୍କା କରିବ ତାହା ଘୋଷଣା କରୁ। ଯାହାକୁ ନେଇ ଆଜି ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ସଂଯୋଜକ ତଥା ବାଲିକୁଦା-ଏରସମାର ବିଧାୟକ ପାର୍ଥୀ ଶେଷଦେବ ନନ୍ଦ ସାମ୍ବାଦିକ ସମ୍ମିଳନୀ କରି ପ୍ରଶ୍ନ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି