Masthead

ପାରାଦୀପ ଷଣ୍ଢକୁଦ ବସ୍ତିରେ ଅଗ୍ନିକାଣ୍ଡ

ପାରାଦୀପ(ବଡ଼ ଖବର ବ୍ୟୁରୋ): ପାରାଦୀପ ମ୍ୟୁନିସିପାଲିଟି ୧୭ ନମ୍ବର ୱାର୍ଡ ଷଣ୍ଢକୁଦ ବସ୍ତିରେ ଅଗ୍ନିକାଣ୍ଡ ନିଆଁ ଲାଗି ଜଳିଗଲା ଦୁଇ ବଖରା ଚାଳ ଘର । ଘରେ ଥିବା ସମସ୍ତ ଆସବାବ ପତ୍ର ଘରର ବିଭିନ୍ନ ସାମଗ୍ରୀ ଜଳିପୋଡି ଭସ୍ମିଭୁତ ହୋଇଯାଇଛି । ସୂଚନା ଅନୁଯାୟୀ ୧୭ ନମ୍ବର ୱାର୍ଡରେ ରହୁଥିବା ଏମ ସତ୍ୟନାରାୟଣଙ୍କ ଘରେ କୌଣସି କାରଣରୁ ଘର ଭିତରୁ ଧୂଆଁ ବାହାରିବା କୁ ଦେଖି ବସ୍ତି ବାସିନ୍ଦା ଭୟଭୀତ ହୋଇପଡ଼ିଥିଲେ ।

ଏହାପରେ ସ୍ଥାନିୟ ଲୋକେ ଅଗ୍ନିଶମ ବିଭାଗ କୁ ଖବର ଦେଇଥିଲେ । ଖବର ପାଇ ପାରାଦୀପ ବନ୍ଦର ଅଗ୍ନିଶମ ଘଟଣା ସ୍ଥଳରେ ପହଞ୍ଚି ଦୀର୍ଘ ସମୟର ପ୍ରଚେଷ୍ଟା ପରେ ଆୟତ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ରାଜ୍ୟରେ ହେବ ‘ବୟୋଜ୍ୟେଷ୍ଠ ଉତ୍ସବ’ 🔴 ମୟୂରଭଞ୍ଜ ବିଜେଡିରେ ଅସନ୍ତୋଷ 🔴 ଗଜାନନଙ୍କ ପ୍ରତିମା ଖସି ଚାଲିଗଲା ଜୀବନ 🔴 ପୁଣି ଲଘୁଚାପ, ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ୧୦୫ ବର୍ଷ ବୟସରେ ମିଳିଲା ବଡ ଆଶ୍ୱସ୍ତି 🔴 ରତ୍ନଭଣ୍ଡାର ଗଣିତ ପ୍ରକ୍ରିୟା, ଆସନ୍ତା ୩୧ ଓ ସେପ୍ଟେମ୍ବର ୧ରେ 🔴 କମ୍ପିବ କଳିଙ୍ଗ ଷ୍ଟାଡିୟମ୍, ଆଜି ବିଶ୍ୱ ଦୌଡକୁଦ ଲଢ଼େଇ 🔴 ପୁଣି ୧ନଂ ହାଟରେ ନିଆଁ 🔴 ୨୮ରେ ମିଳିବ ସୁଭଦ୍ରା ଟଙ୍କା 🔴 ଗଛ ମୂଳେ ଚାଲିଛି କୁନି କୁନି ଶିଶୁଙ୍କ ଭବିଷ୍ୟତ 🔴 ରାଜ୍ୟରେ ହେବ ‘ବୟୋଜ୍ୟେଷ୍ଠ ଉତ୍ସବ’ 🔴 ମୟୂରଭଞ୍ଜ ବିଜେଡିରେ ଅସନ୍ତୋଷ 🔴 ଗଜାନନଙ୍କ ପ୍ରତିମା ଖସି ଚାଲିଗଲା ଜୀବନ 🔴 ପୁଣି ଲଘୁଚାପ, ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ୧୦୫ ବର୍ଷ ବୟସରେ ମିଳିଲା ବଡ ଆଶ୍ୱସ୍ତି 🔴 ରତ୍ନଭଣ୍ଡାର ଗଣିତ ପ୍ରକ୍ରିୟା, ଆସନ୍ତା ୩୧ ଓ ସେପ୍ଟେମ୍ବର ୧ରେ 🔴 କମ୍ପିବ କଳିଙ୍ଗ ଷ୍ଟାଡିୟମ୍, ଆଜି ବିଶ୍ୱ ଦୌଡକୁଦ ଲଢ଼େଇ 🔴 ପୁଣି ୧ନଂ ହାଟରେ ନିଆଁ 🔴 ୨୮ରେ ମିଳିବ ସୁଭଦ୍ରା ଟଙ୍କା 🔴 ଗଛ ମୂଳେ ଚାଲିଛି କୁନି କୁନି ଶିଶୁଙ୍କ ଭବିଷ୍ୟତ