Masthead

ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ କମଳା ଦାସଙ୍କ ପରଲୋକ

ଭୁବନେଶ୍ବର(ବଡ଼ ଖବର ବ୍ୟୁରୋ): ପରଲୋକରେ ପୂର୍ବତନ ମନ୍ତ୍ରୀ କମଳା ଦାସ । ଭୋଗରାଇ ବିଧାୟକ ତଥା ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ କମଳା ଦାସ । କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ମୃତ୍ୟୁ ବେଳକୁ ତାଙ୍କ ୭୯ ବର୍ଷ ହୋଇଥିଲା। ଫୁସଫୁସ୍ ଜନିତ ରୋଗରେ ଆକ୍ରାନ୍ତ ଥିଲେ କମଳା । ସେ ଦୀର୍ଘଦିନ ହେବ ମେଡିକାଲରେ ଭର୍ତ୍ତି ହୋଇଥିଲେ। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି । ଗତ ରାତି ୧୨ଟା ୧୫ ମିନିଟରେ ଚିକିତ୍ସାଧୀନ ଅବସ୍ଥାରେ କମଳା ଦାସଙ୍କର ପରଲୋକ ହୋଇଛି।

କମଳା ଦାସ ଜଣେ ରାଜନୀତିଜ୍ଞ ଥିଲେ। ସେ ଓଡ଼ିଶା ରାଜନୀତିରେ ଜନତା ଦଳର ଜଣେ କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ। ମାତ୍ର ପରବର୍ତ୍ତୀ ସମୟରେ ବିଜୁ ଜନତା ଦଳର ଗଠନ ପରେ ସେ ବିଜେଡ଼ିରେ ଯୋଗ ଦେଇଥିଲେ।ଏବଂ ପରେ ବିଜେଡ଼ି ଛାଡ଼ି ଭାରତୀୟ ଜାତୀୟ କଂଗ୍ରେସରେ ଯୋଗ ଦେଇଥିଲେ। ୨୦୧୪ ମସିହାରେ ପୁଣି କଂଗ୍ରେସ ଛାଡ଼ି ବିଜେଡ଼ିରେ ଯୋଗ ଦେଇଥିଲେ। କମଳା ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟିକା ଭାବରେ କାର୍ଯ୍ୟ କରିବା ସହ ଜଣେ ମନ୍ତ୍ରୀ ଭାବରେ ମଧ୍ୟ କାର୍ଯ୍ୟ କରିଥିଲେ। ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା