Masthead

ଆଜି ଆସିପାରେ ବିଜେପିର ବିଧାନସଭା ପ୍ରାର୍ଥୀ ତାଲିକା !

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ଆସିପାରେ ବିଜେପିର ୨ୟ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା । ୨୫ ଜଣିଆ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା ହୋଇପାରେ ବିଜେପି । ୨୦ ତାରିଖ ସୁଦ୍ଧା ସମସ୍ତ ୧୪୭ଟି ଆସନରେ ଘୋଷଣା ହେବ ପ୍ରାର୍ଥୀ’। ୧୮ ତାରିଖରୁ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ନାମାଙ୍କନ ଥିବାବେଳେ ଆଜି ବାକି ଥିବା ଆସନରେ ପ୍ରାର୍ଥୀ ଘୋଷଣା କରିପାରେ ଦଳ । ପ୍ରଥମ ପର୍ଯ୍ୟାୟରେ ୧୧୨ ବିଧାନସଭା ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେପି। ହେଲେ ପ୍ରଥମ ପର୍ଯ୍ୟାୟରେ ହେବାକୁ ଥିବା ନିର୍ବାଚନ ପାଇଁ କିଛି ଆସନରେ ପ୍ରାର୍ଥୀ ଘୋଷଣା ହୋଇନାହିଁ । ଆଉ ୩୫ ଆସନ ବାକି ଥିବାବେଳେ ଆଜି ପ୍ରାର୍ଥୀ ତାଲିକା ଆସିବ ବୋଲି ଚର୍ଚ୍ଚା ହେଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା