Masthead

ଆଜିଠୁ ପ୍ରଚଣ୍ଡ ତାତି !

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟକୁ ପୁଣି ଫେରୁଛି ଗରମ । ଆଜିଠୁ ତାପମାତ୍ର ୬ରୁ ୮ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ହୋଇପାରେ । ଆଜି ଓ ଆସନ୍ତାକାଲି ଉଷ୍ମ ଓ ଆଦ୍ର ପାଗ ରହିବ । ୧୫ ତାରିଖରୁ ବିଭିନ୍ନ ସ୍ଥାନରେ ତାତି ୪୦ ଡିଗ୍ରୀ ଡେଇଁପାରେ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । କିନ୍ତୁ ଆଜିଠାରୁ ପାରଦ ବଢ଼ିବା ସହ ଗ୍ରୀଷ୍ମପ୍ରବାହର ପ୍ରକୋପ ଜାରି ରହିବ । ଏପ୍ରିଲ୍‌ ଆରମ୍ଭ ଡହ ଡହ ଖରା ଦେଖିବାକୁ ମିଳିଥିଲା । ଓଡ଼ିଶାର ପ୍ରାୟ ସବୁଠି ଅସହ୍ୟ ହୋଇଥିଲା ତାତି । ଏମିତି କି ରାଜଧାନୀରେ ଏପ୍ରିଲ୍‌ ଆରମ୍ଭରେ ୪୩ ଡିଗ୍ରୀ ଡେଇଁଥିଲା ତାପମାତ୍ରା । ସେପଟେ ୧୭ ତାରିଖ ସୁଧା ସ୍ଥିତି ଅସମ୍ଭାଳ ହୋଇପାରେ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି