Masthead

ପଣା ସଂକ୍ରାନ୍ତି ପାଇଁ ମା’ ଶାରଳାଙ୍କ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ତିର୍ତ୍ତୋଲ(ବଡ଼ ଖବର ବ୍ୟୁରୋ): ଆଜି ମହାବିଷୁବ ପଣା ସଂକ୍ରାନ୍ତି ଓଡ଼ିଆ ନବବର୍ଷ। ଜଗତସିଂହପୁର ଜିଲ୍ଲାର ପ୍ରସିଦ୍ଧ ଶକ୍ତିପୀଠ ଝଙ୍କଡ ମା’ ଶାରଳାଙ୍କ ପୀଠରେ ଦେଖିବାକୁ ମିଳିଛି ଶ୍ରଦ୍ଧାଳୁଙ୍କ ଭିଡ। ଆଜି ମା’ଶାରଳାଙ୍କ ପୀଠରେ ସ୍ୱତନ୍ତ୍ର ନିତିକାନ୍ତିରେ ପୂଜାର୍ଚ୍ଚନା ଚାଲିଥିବା ବେଳେ ମା’ଙ୍କ ପ୍ରସିଦ୍ଧ ଝାମୁଯାତ୍ରା ଦେଖିବା ସହ ନୂଆବର୍ଷରେ ମା’ଙ୍କ କୃପାଲାଭ କରିବା ପାଇଁ ଭକ୍ତଙ୍କ ଭିଡ଼ ଜମିଛି। ଓଡ଼ିଶାର କୋଣ ଅନୁକୋଣରୁ ଶ୍ରଦ୍ଧାଳୁମାନେ ମା’ଙ୍କୁ ଦର୍ଶନ କରିବା ପାଇଁ ଧାଇଁ ଆସିଛନ୍ତି । ଓଡ଼ିଆ ନବ ବର୍ଷରେ ଆବାଳ ବୃଦ୍ଧ ବନିତା ମା’ଙ୍କୁ ଦର୍ଶନ କରି ନୂତନ ବର୍ଷକୁ ସ୍ୱାଗତ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା