Masthead

୩ ଆସନରେ କାହିଁକି ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ୭୫ଟି ବିଧାନସଭା ଆସନ ପାଇଁ ଗତକାଲି କଂଗ୍ରେସ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି । ତେବେ ୩ ଆସନରେ ପ୍ରାର୍ଥୀ ବଦଳାଇଛି କଂଗ୍ରେସ । ତଳସରା, ବାଲିଗୁଡ଼ା, କବିସୂର୍ଯ୍ୟନଗରରେ ପ୍ରାର୍ଥୀ ବଦଳାଇଛି କଂଗ୍ରେସ । ତଳସରାରେ ପ୍ରବୋଧ ତିର୍କୀଙ୍କ ସ୍ଥାନରେ ଦେବେନ୍ଦ୍ର ଭିଟରିଆଙ୍କୁ ପ୍ରାର୍ଥୀ କରିଛି କଂଗ୍ରେସ । ସେହିପରି ବାଲିଗୁଡ଼ାରେ ସୁରଦା ପ୍ରଧାନଙ୍କ ସ୍ଥାନରେ ଉପେନ୍ଦ୍ର ପ୍ରଧାନଙ୍କୁ ପ୍ରାର୍ଥୀ ।

କବିସୂର୍ଯ୍ୟନଗରରେ ଚିରଞ୍ଜୀବ ବିଷୋଇଙ୍କ ସ୍ଥାନରେ ବିପିନ ବିହାରୀ ସ୍ୱାଇଁଙ୍କୁ ପ୍ରାର୍ଥୀ କରିଛି କଂଗ୍ରେସ । ଏହି ୩ ଆସନରେ କାହିଁକି ପ୍ରାର୍ଥୀ ବଦଳାଇଲା କଂଗ୍ରେସ । ୭୫ଟି ବିଧାନସଭା ଆସନ ପାଇଁ ଗତକାଲି କଂଗ୍ରେସ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି । ଦଳ ଏପ୍ରିଲ ୨ରେ ଦଳ ୪୯ ଜଣ ପ୍ରାର୍ଥୀଙ୍କ ନାଁ ଘୋଷଣା କରିବା ବେଳେ ବିପିନ, ପ୍ରବୋଧ ଓ ସୁରଦାଙ୍କୁ ଟିକେଟ ଦେଇଥିଲା। ସେମାନେ ମଧ୍ୟ ପ୍ରଚାର କରିଥିଲେ। ହେଲେ ଏବେ ସେମାନଙ୍କ ଟିକେଟକୁ ଦଳ କାଟି ଦେଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ