Masthead

ବିଜେପିରେ ମିଶିଲେ ପୂର୍ବତନ ମହିଳା କମିଶନ ଅଧ୍ୟକ୍ଷା ଜ୍ୟୋତି ପାଣିଗ୍ରାହୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପଦ୍ମ ଧରିଲେ ପୂର୍ବତନ ମହିଳା କମିଶନ ଅଧ୍ୟକ୍ଷା ଜ୍ୟୋତି ପାଣିଗ୍ରାହୀ । ଜ୍ୟୋତିଙ୍କ ସ୍ବାମୀ ସରୋଜ ପାଣିଗ୍ରାହୀ ମଧ୍ୟ ବିଜେପିରେ ମିଶିଲେ । ନିକଟରେ ବିଜେଡିରୁ ଇସ୍ତଫା ଦେଇଥିଲେ ଜ୍ୟୋତି ଓ ସରୋଜ । ଏହା ସହ ବିଜେଡି ଛାଡି ନୂଆପଡ଼ାର ବହୁ ଯୁବ ନେତା ବିଜେପିରେ ସାମିଲ ହୋଇଛନ୍ତି । ଜିଲ୍ଲା ଯୁବ ବିଜେଡି ସଭାପତି ହରିଶଚନ୍ଦ୍ର ପଣ୍ଡା, ଡୁମେରପାଣି ସରପଞ୍ଚ ଟିକେରାମ ସାହୁ, ସହ ଅନେକ କର୍ମୀ ବିଜେପିରେ ମିଶିଛନ୍ତି । ମିଶ୍ରଣ ପର୍ବରେ ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି, ବସନ୍ତ ପଣ୍ଡାଙ୍କ ସହ ଅନେକ ନେତା ଉପସ୍ଥିତ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ