Masthead

ବିଜେପିରେ ମିଶିଲେ କାରଖାନାର ଦୁଇ ଯା’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେପିରେ ମିଶିଲେ ସୋସିଆଲ ମିଡିଆରେ ଭାଇରାଲ ହେଉଥିବା କାର ଖାନାର ଦୁଇ ଯା’ । ରାଜଧାନୀ ଭୁବନେଶ୍ୱରରେ କାର୍‌ରେ ଖାଦ୍ୟ ବିକି ଚର୍ଚ୍ଚାକୁ ଆସିଥିବା ଦୁଇ ଯା’ ନେହା ଏବଂ ରଶ୍ମିତା ପାଣିଗ୍ରାହୀ । ଆଜି ରାଜ୍ୟ କାର୍ୟ୍ୟାଳୟରେ ବିଧିବଦ୍ଧ ଭାବେ ଦଳରେ ମିଶିଛନ୍ତି । ମିଶ୍ରଣ ପର୍ବରେ ଏହି ଦୁଇ ଯା’ ଭାଜପାର ସଦସ୍ୟତା ହାସଲ କରିଥିଲେ। ଏହି ସମୟରେ ଭାଜପା ଏମ୍‌ପି ବସନ୍ତ ପଣ୍ଡା, ବରିଷ୍ଠ ନେତା ସମୀର ମହାନ୍ତି, ପୁରୀ ଲୋକ ସଭା ପ୍ରାର୍ଥୀ ସମ୍ବିତ ପାତ୍ରଙ୍କ ଉପସ୍ଥିତିରେ ବିଜେପିରେ ମିଶିଛନ୍ତି ଦୁଇ ଯା’ । କାର ଖାନା ବେଶ କିଛି ମାସ ହେଲାଣି ଲୋକଙ୍କର ଆକର୍ଷଣର କେନ୍ଦ୍ରବିନ୍ଦୁ ସାଜିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା