Masthead

ହାଇୱାକୁ ଧକ୍କା ଦେଲା ଯାତ୍ରୀବାହୀ ବସ, ଜଣେ ମୃତ ଓ ୨୦ରୁ ଅଧିକ ଆହତ

ଅନୁଗୁଳ (ବଡ଼ ଖବର ବ୍ୟୁରୋ): ଅନୁଗୁଳ ଏନ୍ଏଚ୍ ୫୫ ଜରପଡ଼ା ଛକ ନିକଟରେ ଦୁର୍ଘଟଣା । ହାଇୱାକୁ ଧକ୍କା ଦେଲା ବସ୍ । ଫଳରେ ବସ୍ ଡ୍ରାଇଭର ମୃତ, ୨୦ରୁ ଅଧିକ ଯାତ୍ରୀ ଆହତ । ଡଲଫିନ୍ ନାମକ ଏକ ଘରୋଇ ନାଇଟ କୋଚ୍ ବସ୍ ପ୍ରାୟ ୩୦ ଜଣ ଯାତ୍ରୀଙ୍କୁ ନେଇ ଛତିଶଗଡ଼ କୋରବାରୁ ପୁରୀ ଅଭିମୁଖେ ଯାଉଥିଲା। ଆଜି ଭୋର ୪ଟା ସମୟରେ ବସ୍‌ଟି ଦୁର୍ଘଟଣାଗ୍ରସ୍ତ ହାଇୱାକୁ ଧକ୍କା ଦେଇଥିଲା। ଦୁର୍ଘଟଣାରେ ବସ୍ ଡ୍ରାଇଭରର ମୃତ୍ୟୁ ଘଟିଛି। ପୋଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି ଆହତ ଯାତ୍ରୀମାନଙ୍କୁ ଉଦ୍ଧାର କରି ଅନୁଗୋଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଛନ୍ତି। ଆହତଙ୍କ ମଧ୍ୟରେ ୫ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଦୁର୍ଘଟଣାରେ ବସ୍‌ର ସମ୍ମୁଖ ଅଂଶଟି ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଏସୀୟ କ୍ରୀଡ଼ା; ସ୍ୱର୍ଣ୍ଣ ପଦକ ପାଇଁ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ 🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର 🔴 ୧୩ରେ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ଏସୀୟ କ୍ରୀଡ଼ା; ସ୍ୱର୍ଣ୍ଣ ପଦକ ପାଇଁ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ 🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର 🔴 ୧୩ରେ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ