Masthead

ମନରେଗା କାମରେ ଅନିୟମିତତା ଅଭିଯୋଗ, ଜେସିବି କାମକୁ ବିରୋଧ କଲେ ଗ୍ରାମବାସୀ

ସିନାପାଲି(ବଡ଼ ଖବର ବ୍ୟୁରୋ): ମନରେଗା କାମରେ ଅନିୟମିତତା ନେଇ ଗ୍ରାମବାସୀଙ୍କ ବିରୋଧ । ସିନାପାଲି ବ୍ଲକ ନୂଆପଡ଼ା ପଞ୍ଚାୟତ ପତେଲପଡା ଖେଲ ପଡିଆ ଠାରୁ ମହୁଲପଡା ମନରେଗା ରାସ୍ତା କାମରେ ଅନିୟମିତତା ହୋଇଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଅଭିଯୋଗ ଅନୁସାରେ ଆଜକୁ ୫ଦିନ ହେଲା ଏହି ରାସ୍ତା କାମ ଗ୍ରାମର ଶ୍ରମିକମାନେ କରୁଥିବା ବେଳେ ସ୍ଥାନୀୟ ପଞ୍ଚାୟତ ପ୍ରଶାସନ ଜେସିବି ଗାଡି ଆଣି ମନରେଗା କାମ କାର୍ଯ୍ୟ ଆରମ୍ଭ କରିଥିଲା।

ଯାହାଫଳରେ ଶ୍ରମିକମାନେ ଜେସିବି ଗାଡିକୁ ବିରୋଧ କରିଥିଲେ । ମନରେଗା କାମରେ ଶ୍ରମିକ ନଲଗାଯାଇ ଜେସିବି ଗାଡି କାହିଁକି ଲଗାଉଛ ବୋଲି ପ୍ରଶାସନକୁ ବିରୋଧ କରିଥିଲେ। ଆଗାମୀ ଦିନରେ ଯଦି ଜେସିବି ଗାଡି ଲଗାଯାଏ ତେବେ ଶ୍ରମିକମାନେ ଉଚିତ୍ ଜବାବ ଦେବେ ବୋଲି କରିଛନ୍ତି। ଏନେଇ ବ୍ଲକ ତଥା ଜିଲ୍ଲା ପ୍ରଶାସନ ତୁରନ୍ତ ଦୃଷ୍ଟିଦେଇ ମନରେଗା କାମରେ ଜେସିବି ଗାଡି ନଲଗାଇ ଶ୍ରମିକଙ୍କୁ କାର୍ଯ୍ୟ ଯୋଗାଇ ଦେବାକୁ ଗ୍ରାମବାସୀ ଦାବି କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ