Masthead

ପ୍ରକାଶ ପାଇଲା ୟୁପିଏସସି ରେଜଲ୍ଟ, ଦ୍ୱିତୀୟ ସ୍ଥାନରେ ଓଡ଼ିଆ ପୁଅ ଅନିମେଶ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପ୍ରକାଶ ପାଇଲା ୟୁପିଏସସି ସିଭିଲ୍‌ ସର୍ଭିସେସ୍‌ର ପରୀକ୍ଷାଫଳ । ୨୦୨୩ ଆଇଏଏସ୍‌ ଫଳାଫଳ ଅନୁଯାୟୀ ଆଦିତ୍ୟ ଶ୍ରୀବାସ୍ତବ ଟପ୍ପର ହୋଇଛନ୍ତି । ଦ୍ୱିତୀୟ ସ୍ଥାନରେ ଓଡ଼ିଆ ପୁଅ ଅନିମେଶ ପ୍ରଧାନ ରହିଛନ୍ତି । ସର୍ବଭାରତୀୟ ପ୍ରଶାସନିକ ପରୀକ୍ଷାରେ ଦ୍ୱିତୀୟ ସ୍ଥାନରେ ରହି ଅନୁଗୁଳ ମାଟିକୁ ଗର୍ବିତ କରିଛନ୍ତି ଅନିମେଶ । ତୃତୀୟ ସ୍ଥାନରେ ଡି.ଅନନ୍ୟା ରେଡ୍ଡୀ, ଚତୁର୍ଥ ସ୍ଥାନରେ ପି. କେ. ସିଦ୍ଧାର୍ଥ ରାମକୁମାର ଅଛନ୍ତି ।

ସେହିପରି ରୁହାନୀ ପଞ୍ଚମ ସ୍ଥାନ ଅଧିକାର କରିଛନ୍ତି । ଓଡ଼ିଶାରୁ ପରୀକ୍ଷା ଦେଇଥିବା ପ୍ରଜ୍ଞାନନ୍ଦନ ଗିରି ୨୪ ନଂ ରାଙ୍କ ପାଇଥିବାବେଳେ ଆୟୁଷୀ ପ୍ରଧାନ ୩୬ ନଂ ରାଙ୍କ ପାଇଛନ୍ତି । ୬୦ ନଂ ରାଙ୍କରେ ଅଭିମନ୍ୟୁ ମଲ୍ଲିକ, ୧୧୦ ନଂ ରାଙ୍କରେ ଅମ୍ରିତାଂଶୁ ନାୟକ ରହିଛନ୍ତି । ସେହିଭଳି ଜୟଶ୍ରୀ ପ୍ରଧାନ ୫୨ ନଂ ରାଙ୍କରେ ଥିବାବେଳେ ଯଶୋବନ୍ତ ମଲ୍ଲିକ ୧୧୫ ନଂ ଏବଂ ପଦ୍ମନାଭ ମିଶ୍ର ୧୭୬ ନଂ ସ୍ଥାନରେ ଅଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା