ତାତିରୁ ମିଳିବନି ନିସ୍ତାର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସାରା ରାଜ୍ୟରେ ଅସମ୍ଭାଳ କଲାଣି ତାତି । ଉଷ୍ମ ଓ ଆର୍ଦ୍ର ପାଣିପାଗ ପାଇଁ ସ୍ଥିତି ସଙ୍ଗୀନ ହୋଇଛି । ୩ ଦିନ ଗ୍ରୀଷ୍ମପ୍ରବାହ ହୋଇସାରିଛି । ଆହୁରି ୫ଦିନ ଗ୍ରୀଷ୍ମପ୍ରବାହ ହେବ ବୋଲି ଆକଳନ କରାଯାଇଛି । ୭ରୁ ୮ ଦିନ ଗ୍ରୀଷ୍ମପ୍ରବାହ ହେବ ବୋଲି ପାଣିପାଗ ବିଭାଗ କହିଛି । ଆସନ୍ତା ୨୦ ତାରିଖ ଯାଏଁ ତାତିରୁ ନିସ୍ତାର ମିଳିବନି । ସ୍ୱାଭାବିକଠାରୁ ୪ରୁ ୬ ଡିଗ୍ରୀ ତାପମାତ୍ରା ବଢିପାରେ । କିନ୍ତୁ ମଙ୍ଗଳବାର ସୁଦ୍ଧା ୩ ଦିନ ଗ୍ରୀଷ୍ମପ୍ରବାହ ହୋଇସାରିଛି ।

ଆହୁରି ୫ଦିନ ଗ୍ରୀଷ୍ମପ୍ରବାହ ହେବ ବୋଲି ଆକଳନ କରାଯାଇଛି । ତେଣୁ ୭ରୁ ୮ ଦିନ ଗ୍ରୀଷ୍ମପ୍ରବାହ ହେବ ବୋଲି ପାଣିପାଗ ବିଭାଗ କହିଛି ।ଆକଳନ ଅନୁସାରେ , ଆସନ୍ତା ୨୦ ତାରିଖ ଯାଏଁ ତାତିରୁ ନିସ୍ତାର ମିଳିବନି । ସ୍ୱାଭାବିକଠାରୁ ୪ରୁ ୬ ଡିଗ୍ରୀ ତାପମାତ୍ରା ବଢିପାରେ । ୧୮, ୧୯ ତାରିଖରେ ଅଧିକ ଗ୍ରୀଷ୍ମପ୍ରବାହ ପାଇଁ ଚେତାବନୀ ଦିଆଯାଇଛି । ଭବାନୀପାଟଣା, ବଲାଙ୍ଗିର , ଟିଟଲାଗଡ, ନୟାଗଡ, ଝାରୁସୁଗୁଡା. ଅନୁଗୁଳ, ବୌଦ୍ଧ ଓ ମାଲକାନଗିରିରେ ପାରଦ ୪୫ ଡିଗ୍ରୀ ଛୁଇଁପାରେ । ଏଥିପାଇଁ ଗ୍ରୀଷ୍ମପ୍ରବାହ ପାଇଁ ୧୯ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ପାଣିପାଗ ବିଭାଗର ଚେତାବନୀ ଅନୁସାରେ, ଏଥର ଏପ୍ରିଲ ମାସରେ ସର୍ବାଧିକ ଦିନ ଗ୍ରୀଷ୍ମପ୍ରବାହ ହେବ । ତେବେ ୨୧, ୨୨ ତାରିଖ ବେଳକୁ ପାଣିପାଗରେ ପରିବର୍ତ୍ତନ ଘଟିବା ସମ୍ଭାବନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!