Masthead

ବ୍ଲକରେ ନାହିଁ ପିଇବା ପାଣି

ସାହାରପଡା (ବଡ଼ ଖବର ବ୍ୟୁରୋ): ଖରା ଦିନ ଆରମ୍ଭରୁ ଦେଖା ଦେଲାଣି ଜଳ କଷ୍ଟ । ପିଇବା ପାଣି ପାଇଁ ଆଉଟୁ ପାଉଟୁ ହେଉଛନ୍ତି ଲୋକେ । ଏଭଳି ଦୃଶ୍ୟ ଦେଖିବାକୁ ମିଳିିଛି ସାହାରପଡା ବ୍ଳକରେ । ପାନୀୟ ଜଳର ବ୍ୟବସ୍ଥା ନଥିବା ଫଳରେ ପିଇବା ପାଣି ପାଇଁ ଲୋକେ ଡହଳ ବିକଳ ହେଉଛନ୍ତି । କଲବଲ କରୁଛି ଗ୍ରୀଷ୍ମ ପ୍ରବାହ । ଅସମ୍ଭାଳ ତାତି ସାଙ୍ଗକୁ କଲବଲ କରୁଛି ଗୁଳୁଗୁଳି । ରାଜ୍ୟରେ ପ୍ରଚଣ୍ଡ ତାତି ଜାରି ରହିଥିବା ବେଳେ କେନ୍ଦୁଝର ଜିଲାରେ ଦିନ ୯ଟା ବାଜିଲେ ପ୍ରବଳ ଖରା ଅନୁଭୂତ ହେଉଛି।

ପ୍ରଚଣ୍ତ ଖରାରେ ଲୋକେ ଆଉଟୁ ପାଉଟୁ ହେଉଥିବା ବେଳେ କେନ୍ଦୁଝର ଜିଲା ସାହାରପଡା ବ୍ଳକ ମୁଖ୍ୟାଳୟରେ ଥଣ୍ଡା ପାନୀୟ ଜଳର ବ୍ୟବସ୍ଥା ନାହିଁ । ଯାହା ଫଳରେ ବିଭିନ୍ନ କାମ ନେଇ ବ୍ଳକକୁ ଆସୁଥିବା ଜନସାଧାରଣ ଲୋକେ ପାଣି ପିଇବା ପାଇଁ କଲବଲ ହେଉଥିବା ନଜରକୁ ଆସିଛି । ତେବେ ଏଠି ପ୍ରଶ୍ନ ଉଠୁଛି ବ୍ଳକରେ ଯଦି ପିଇବା ପାଣିର ବ୍ୟବସ୍ଥା ନାହିଁ ଉପାନ୍ତ ଅଞ୍ଚଳରେ ଏହା କେତେ କାର୍ଯ୍ୟକାରୀ ହେଉଛି ତାହା ଏଥିରୁ ସ୍ପଷ୍ଟ ବାରି ହୋଇ ପଡ଼ୁଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ