Masthead

ଟିକେଟ ମିଳିବା ପରେ ଅମେରେନ୍ଦ୍ର ସମର୍ଥକଙ୍କ ସେଲିବ୍ରେସନ

ଜଗତସିଂହପୁର(ବଡ଼ ଖବର ବ୍ୟୁରୋ): ଗତ କାଲି ବିଜେପିର ପ୍ରାର୍ଥୀ ତାଲିକା ଘୋଷଣା ହୋଇଥିଲା । ଏହା ମଧ୍ୟରେ ଜଗତସିଂହପୁର ଓ ବାଲିକୁଦା ଏରସମା ନିର୍ବାଚନ ମଣ୍ଡଳୀ ରେ ଦୁଇ ଟାଣୁଆ ନେତା ଙ୍କୁ ବିଜେପି ପ୍ରାର୍ଥୀ ଘୋଷଣା କରିଛି । ଜଗତସିଂହପୁର ନିର୍ବାଚନ ମଣ୍ଡଳୀ ରେ ଶ୍ରୀଯୁକ୍ତ ଅମରେନ୍ଦ୍ର ଦାସ ଓ ବାଲିକୁଦା ଏରସମା ନିର୍ବାଚନ ମଣ୍ଡଳୀରେ ଶ୍ରୀଯୁକ୍ତ ସତ୍ୟ ସାରଥୀ ମହାନ୍ତିଙ୍କ ଉପରେ ରାଜ୍ୟ ସଭାପତି ଅସ୍ଥାପ୍ରକଟ କରି ବିଧାନସଭା ପ୍ରାର୍ଥୀ ଭାବେ ତାଙ୍କ ନାମରେ ମୋହର ମାରିଛନ୍ତି । ଟିକେଟ ଘୋଷଣା ପରେ ଅମରେନ୍ଦ୍ର ଙ୍କ ସମର୍ଥକ ମାନେ ବାଣ ଫୁଟାଇ ସେଲିବ୍ରେସନ କରିଛନ୍ତି ।

କାରଣ ଅମରେନ୍ଦ୍ର ଦାସ ଥିଲେ ବିଜୁଜନତା ଦଳର ଜଣେ ଆଗଧାଡିର କର୍ମୀ ପୂର୍ବତନ ଜିଲ୍ଲା ସଭାପତି ତଥା ପୂର୍ବତନ କାଜୁ ନିଗମ ଅଧ୍ୟକ୍ଷ । କିନ୍ତୁ ବିଜୁଜନତା ଦଳ ତାଙ୍କୁ ଅଣଦେଖା କରି ଟିକେଟ ନଦେବାରୁ ଶେଷ ମୁହୂର୍ତ୍ତରେ ସେ ବିଜେଡି ଛାଡ଼ି ଭାରତୀୟ ଜନତା ପାର୍ଟିରେ ସାମିଲ ହୋଇଥିଲେ । ରାଜ୍ୟ ସଭାପତି ଅମରେନ୍ଦ୍ର ଦାସ ଙ୍କ ଉପରେ ଆସ୍ଥା ପ୍ରକଟ କରି ଦଳୀୟ ଟିକେଟ ପ୍ରଦାନ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି