Masthead

ଶ୍ରୀମନ୍ଦିର ବାହାରେ ମହିଳା ଶ୍ରମିକଙ୍କୁ ମାଡ

ପୁରୀ (ବଡ଼ ଖବର ବ୍ୟୁରୋ): ଶ୍ରୀମନ୍ଦିର ବାହାରେ ମହିଳା ଶ୍ରମିକଙ୍କୁ ମାଡ। ପାଟିରେ ହାତ ପୁରାଇବାରୁ ମାଡ ମାରିଲେ ସେବାୟତ। ଜନୈକ ସେବାୟତ ମାଡ ମାରିଥିବା ନେଇ ସିଂହଦ୍ଵାର ଥାନାରେ ଏତଲା ଦେଲେ ମହିଳା ଶ୍ରମିକ। ଏଏସଆଇ ଅଧୀନରେ ଶ୍ରୀମନ୍ଦିରରେ କାମ କରୁଥିଲେ ମହିଳା ଶ୍ରମିକ। ଦକ୍ଷିଣ ଦୁଆରରେ କାମ କରୁଥିବା ବେଳେ ଗାଳିମନ୍ଦ ସହ ମାଡ ମାରିଥିବା ନେଇ ସେବାୟତଙ୍କ ବିରୁଦ୍ଧରେ ଥାନାରେ ଏତାଲା ଦେଲେ ମହିଳା ଶ୍ରମିକ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ