Masthead

ଶ୍ରୀରାମ ନବମୀରେ ମାହାଙ୍ଗାରେ ବଜରଙ୍ଗ ଦଳର ଶୋଭାଯାତ୍ରା

ମାହାଙ୍ଗା(ବଡ଼ ଖବର ବ୍ୟୁରୋ): ଶ୍ରୀରାମ ନବମୀରେ ବଜରଙ୍ଗ ଦଳ ପକ୍ଷରୁ ମାହାଙ୍ଗା ନିର୍ବାଚନ ମଣ୍ଡଳୀରେ ଏକ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି । ବଜରଙ୍ଗ ଦଳ ରାଜ୍ୟ ପୂର୍ବପ୍ରାନ୍ତ ସଂଯୋଜକ ପ୍ରଭାତ ରଞ୍ଜନ ତ୍ରିପାଠୀଙ୍କ ନେତୃତ୍ୱରେ ହଜାର ହଜାର କର୍ମୀ ବାଇକ ଶୋଭାଯାତ୍ରାରେ ଜୟ ଶ୍ରୀରାମ ନାରା ଦେଇ ବିଭିନ୍ନ ଅଞ୍ଚଳ ପରିକ୍ରମା କରିଥିଲେ । ସପନପୁର ହନୁମାନ ମନ୍ଦିରରୁ ନିଶ୍ଚିନ୍ତକୋଇଲି ରଘୁନାଥଜୀୟୁ ମନ୍ଦିର ଏବଂ ନେମାଳ, ନଗେଶପୁର, କଟିକଟା, ଶୁକରପଡା, ବନ୍ତଳା ଏବଂ ଗୋପାଳପୁର ଦେଇ ଉମର ହନୁମାନ ମନ୍ଦିରରେ ଏହି ରାଲି ପହଞ୍ଚିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା