Masthead

ବିଜେପିର ଲୋକସଭା ଆସନକୁ ନେଇ ରାହୁଲଙ୍କ ଭବିଷ୍ୟବାଣୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଲୋକସଭା ନିର୍ବାଚନକୁ ନେଇ ଗୋଟିଏ ପଟେ ବିଜେପି କହୁଛି ଅବକି ବାର ୪୦୦ ପାର । କିନ୍ତୁ ଲୋକସଭା ସିଟକୁ ନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏକ ବଡ଼ ଭବିଷ୍ୟବାଣୀ କରିଛନ୍ତି। କହିଛନ୍ତି ବିଜେପି ମାତ୍ର ୧୫୦ଟି ଆସନ ପାଇବ । ଆଜି ଉତ୍ତରପ୍ରଦେଶରେ ଏକ ସମ୍ବାଦିକ ସମ୍ମିଳନୀରେ କହିଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ ।

ବିଜେପି ୪୦୦ରୁ ଅଧିକ ଆସନ ଜିତିବ ବୋଲି ଦାବି କରୁଥିବା ବେଳେ ରାହୁଲ କହିିଛନ୍ତି, ୧୫ରୁ ୨୦ ଦିନ ପୂର୍ବରୁ ବିଜେପି ୧୮୦ ଆସନରେ ଜିତିବ ବୋଲି ସେ ଭାବୁଥିଲେ । କିନ୍ତୁ ବିଭିନ୍ନ ରାଜ୍ୟରୁ ଆସୁଥିବା ରିପୋର୍ଟ ଅନୁସାରେ କଂଗ୍ରେସ ଉନ୍ନତି କରିଛି । ଏବେ ବିଜେପି ୧୫୦ ଆସନ ପାଇବ ବୋଲି ଆଳକନ କରିଛନ୍ତି ରାହୁଲ । ଉତ୍ତରପ୍ରଦେଶରେ ଆମର ସହଯୋଗୀ ଦଳ ବହୁତ ଶକ୍ତିଶାଳୀ ଏବଂ ଆମେ ବହୁତ ଭଲ ପ୍ରଦର୍ଶନ କରିବୁ ବୋଲି ରାହୁଲ କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ