Masthead

ରାଜନୀତିକୁ ଏଣ୍ଟ୍ରି କରିବେ ନୀତିନ ଗଡକାରୀଙ୍କ ପୁଅ!

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପାଖେଇ ଆସିଲାଣି ଲୋକସଭା ନିର୍ବାଚନ। ନିର୍ବାଚନ ଯେତେ ପାଖେଇ ଆସୁଛି ସବୁ ଦଳ ପରସ୍ପରକୁ ଆରୋପ ପ୍ରତ୍ୟାରୋପ ବଢିଚାଲିଛି । ଏହାରି ଭିତରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡ଼କରୀଙ୍କ ବଡ଼ ବୟାନ ସାମ୍ନାକୁ ଆସିଛି। ତାଙ୍କ ପୁଅଙ୍କ ରାଜନୀତିରେ ଏଣ୍ଟ୍ରିକୁ ନେଇ ସେ ସୂଚନା ଦେଇଛନ୍ତି। ନାଗପୁରରେ ଏକ ବିଶାଳ ଜନସଭାକୁ ସମ୍ବୋଧିତ କରି ଗଡକରୀ କହିଛନ୍ତି, ମୋ ପୁଅକୁ ଚାକିରି କେମିତି ମିଳିବ ଏନେଇ ମୁଁ କେବେ ବି ଚିନ୍ତା କରିନାହିଁ।

ମୋ ପୁଅମାନେ ରାଜନୀତିରେ ନାହାନ୍ତି। ସେମାନଙ୍କୁ ମୁଁ କହିଛି, ମୋ ପୂଣ୍ୟକୁ ଉପଯୋଗ କରି ତୁମେ ରାଜନୀତିରେ ଓହ୍ଲାଅ ନାହିଁ। ଯଦି ରାଜନୀତିରେ ଯିବାକୁ ଚାହୁଁଛ ତେବେ ‘ପୋଷ୍ଟର ଲଗାଅ, କାନ୍ଥବାଡରେ ରଙ୍ଗ କର, ଲୋକଙ୍କ ପାଖକୁ ଯାଅ’। ମୁଁ ଆଜି ଯାଏଁ କରିଥିବା କାମ ଉପରେ ଯଦି କାହାର ଅଧିକାର ଅଛି ତେବେ ତାହା ଭାରତୀୟ ଜନତା ପାର୍ଟିର କାର୍ଯ୍ୟକର୍ତ୍ତାଙ୍କର। ନାଗପୁର ମୋର ପରିବାର ଅଟେ। ଆଉ ଆପଣମାନେ ସବୁ ମୋର, ମୁଁ ଆପଣଙ୍କର ଅଟେ ବୋଲି ଗଡକରୀ କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟେଲିଗ୍ରାମ ଉପରେ ସରକାରୀ ବ୍ୟାନ ବଜାୟ ରଖିଲେ ହାଇକୋର୍ଟ 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ? 🔴 ଟେଲିଗ୍ରାମ ଉପରେ ସରକାରୀ ବ୍ୟାନ ବଜାୟ ରଖିଲେ ହାଇକୋର୍ଟ 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ?