Masthead

ନାମାଙ୍କନ ଦାଖଲ କରି ଓହରିଲେ ଗୁଲାମ ନବୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ନାମାଙ୍କନ ଦାଖଲ କରି ଓହରିଲେ ଗୁଲାମ ନବୀ ଆଜାଦ । ଲଢିବେ ନାହିଁ ଲୋକ ସଭା ନିର୍ବାଚନ । ଡେମକ୍ରାଟିକ୍ ପ୍ରୋଗ୍ରେସିଭ ଆଜାଦ ପାର୍ଟି ମୁଖ୍ୟ ଗୁଲାମ ନବୀ ଆଜାଦ ୨୦୨୪ ନିର୍ବାଚନରେ ନ ଲଢ଼ିବାକୁ ନିଷ୍ପତ୍ତି ନେଇଛନ୍ତି। ଏହାପୂର୍ବ ପୂର୍ବତନ କଂଗ୍ରେସ ନେତା ଅନନ୍ତନାଗ-ରଜୌରୀ ଲୋକସଭା ଆସନରୁ ଲଢ଼ିବାକୁ ପାର୍ଟି ଦ୍ୱାରା ମନୋନୀତ ହୋଇଥିଲେ।

ତେବେ ବୁଧବାର ଅନନ୍ତନାଗରେ ସେ ଏହି ଘୋଷଣା କରିଥିଲେ। ଏପ୍ରିଲ୍ ୨ ରେ ସେ ଏହି ଆସନରେ ପ୍ରତିଦ୍ବନ୍ଦିତା କରିବା ପାଇଁ ମନୋନୀତ ହୋଇଥିଲେ ଦାଖଲ କରିଥିଲେ। ଗୁଲାମ ନବୀ ଅନନ୍ତନାଗରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପିଡିପି ମୁଖ୍ୟ ମେହବୁବା ମୁଫତି ଏବଂ ନ୍ୟାସନାଲ କନ୍ଫରେନ୍ସ ମୁଖ୍ୟ ସାମରିକ ନେତା ମିଆନ୍ ଆଲ୍ଟାଙ୍କ ଅହମ୍ମଦଙ୍କ ବିରୋଧରେ ନିର୍ବାଚନ ଲଢ଼ିଥାନ୍ତେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ