Masthead

ବିଜେଡି ଓ କଂଗ୍ରେସ ଛାଡି ବିଜେପିରେ ଯୋଗ ଦେଲେ ୫୦ରୁ ଅଧିକ କର୍ମୀ

ଚାନ୍ଦବାଲି(ବଡ଼ ଖବର ବ୍ୟୁରୋ): ଚାନ୍ଦବାଲିରେ ବିଜେଡି ଓ କଂଗ୍ରେସ ଛାଡି ବିଜେପିରେ ଯୋଗ ଦେଲେ ୫୦ରୁ ଅଧିକ କର୍ମୀ । ସାଧାରଣ ନିର୍ବାଚନ ପୂର୍ବରୁ ବିଜେପି ନିଜର କର୍ମୀ ମାନଙ୍କୁ ନେଇ ଏବେ ଦଳ ସଜଡା ରାଜନୀତି ଆରମ୍ଭ କରିଛି । ବିଜେପି ଚାନ୍ଦବାଲି ଦଖଲ କରିବା ପାଇଁ ତାର ରଣକୌଶଳ ଆରମ୍ଭ କରିଛି ।

ଏନେଇ ଆଜି ଭଦ୍ରକ ଜିଲ୍ଲା ଚାନ୍ଦବାଲି ବ୍ଲକ ବଜରାପୁର ପଞ୍ଚାୟତରେ ରେ ୫୦ରୁ ଅଧିକ କର୍ମୀ ଘଣ୍ଟେଶ୍ୱର ବିଜେପି ଅଫିସରେ ଠାରେ ଏକ ମିଶ୍ରଣ ପର୍ବ ରେ ସାମିଲ ହୋଇଛନ୍ତି । ଏହି ସଭାରେ ବିଜେପି ଦଳର ମଣ୍ଡଳ ସଭାପତି ମିତ୍ରଭାନୁ ଦାସ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ବିଜେପି ଜିଲ୍ଲା ସମ୍ପାଦିକା ମାଳତୀ ଲତା ସାହୁ,ବାପି ପଣ୍ଡା ଏବଂ କମଳାକାନ୍ତ ରାଉତ ଉପସ୍ଥିତ ରହି ବିଜେପିରେ ଯୋଗ ଦେଇଥିବା କର୍ମୀ ମାନଙ୍କୁ ସ୍ୱାଗତ କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି