Masthead

ଡାକ୍ତରଖାନାରେ ଡାକ୍ତରକୁ ମାଡ଼

ଢେଙ୍କାନାଳ (ବଡ଼ ଖବର ବ୍ୟୁରୋ):  ଢେଙ୍କାନାଳ ମୁଖ୍ୟ ଚିକିତ୍ସାଳୟରେ କର୍ତ୍ତବ୍ୟରତ ଡାକ୍ତରଙ୍କୁ ମାଡ ଅଭିଯୋଗ । ଟାଉନ ଥାନାରେ ମାମଲା ଦାୟର  । ଢେଙ୍କାନାଳ ମୁଖ୍ୟ ଚିକିତ୍ସାଳୟରେ ଆଜି ଶିମିଳିଆ ଅଞ୍ଚଳର ରାଧୁ ଚରଣ ବେହେରାଙ୍କୁ ଚିକିତ୍ସା କରିବାପାଇଁ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ ପରିବାର ସଦସ୍ୟ ।  କିନ୍ତୁ ଚିକିତ୍ସା ସମୟରେ ତାଙ୍କର ସ୍ୱାସ୍ଥ୍ୟଗତ ସମସ୍ୟା ଅଧିକ ହେବାରୁ ତାଙ୍କୁ କଟକକୁ ସ୍ଥାନାନ୍ତର କରିବାପାଇଁ ବ୍ୟବସ୍ଥା କରାଯାଉଥିବା ସମୟରେ ରାଧୁ ଚରଣଙ୍କ ମୃତ୍ୟୁ ହୋଇଥିଲା  ।

ଯାହାକୁ ନେଇ ରାଧୁ ଚରଣଙ୍କ ପୁଅ ଓ ପରିବାର ଚିକିତ୍ସା କରୁଥିବା ଡାକ୍ତର ରାଜେଶ କୁମାର ସିଂଙ୍କୁ ଚିକିତ୍ସାରେ ଅବହେଳା କରିଥିବା ଅଭିଯୋଗ କରି ମାରଣାତ୍ମକ କରିଥିଲେ  । ଯାହାକୁ ନେଇ ଢେଙ୍କାନାଳ ଡାକ୍ତର ସଂଘ ତରଫରୁ ତୀବ୍ର ନିନ୍ଦା କରାଯିବା ସହିତ ସଂଘ ସଭାପତି ଡା ରଞ୍ଜନ ସାମଲ ଓ ସମ୍ପାଦକ ଡା ପ୍ରଦୋଷ ବେହେରାଙ୍କ ତରଫରୁ ଟାଉନ ଥାନାରେ ଏକ ଏଫଆଇଆର ଦାଖଲ କରାଯାଇଛି  ।  ଏ ନେଇ ଟାଉନ ଥାନାରେ ମାମଲା ରୁଜୁ କରାଯାଇଛି ଓ ଦୋଷୀଙ୍କ ବିରୋଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସଦର ଏସଡିପିଓ ବିଭୁତି ଭୂଷଣ ମହାପାତ୍ର କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ