Masthead

ନାମାଙ୍କନ ଦାଖଲ କଲେ କଂଗ୍ରେସ ପ୍ରାର୍ଥୀ ଦାଶରଥି ଗମାଙ୍ଗ

ପାରଳାଖେମୁଣ୍ଡି (ବଡ଼ ଖବର ବ୍ୟୁରୋ): ଗଜପତି ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ୨ନମ୍ବର ସମ୍ମିଳନୀ କକ୍ଷରେ ଜିଲ୍ଲାର ପ୍ରଥମ ନାମାଙ୍କନ ଦାଖଲ ହୋଇଛି । କଂଗ୍ରେସର ଦାଶରଥି ଗମାଙ୍ଗ ମୋହନା ନିର୍ବାଚନମଣ୍ଡଳି ପାଇଁ ନାମାଙ୍କନ ଦାଖଲ କରିଛନ୍ତି । ପ୍ରଥମେ ଦାଶରଥି ପାରଳାଖେମୁଣ୍ଡି ସ୍ଥିତ ଗଜପତି ଷ୍ଟାଡିୟମରେ ମାଣିକେଶରୀଙ୍କୁ ଦର୍ଶନ କରିବା ସହ ନଡିଆ ଭାଙ୍ଗି ସ୍ୱତନ୍ତ୍ର ପୂଜାର୍ଚ୍ଚନା କରିବା ସହ ମାଙ୍କ ଆଶିଷ ନେଇ ଶୋଭାଯାତ୍ରାରେ ବାହାରି ଥିଲେ ।

ହଜାର ହଜାର ସର୍ମଥକ ଓ କଂଗ୍ରେସ ନେତାଙ୍କ ଗହଣରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ନାମାଙ୍କନ ପତ୍ର ଦାଖଲ କରିଥିଲେ । ନାମାଙ୍କନ ଦାଖଲ ପରେ ଦାଶରଥି କହିଛନ୍ତି ଲୋକଙ୍କ ପାଖକୁ ଯିବା ପାଇଁ ପ୍ରଥମରୁ ନାମାଙ୍କନ ଦାଖଲ କରିଲି ଆଉ ବିଜୟ ସୁନିଶ୍ଚିତ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ