Masthead

ନିର୍ବାଚନ ପୂର୍ବରୁ ରାଜ୍ୟରେ ନକ୍ସଲ ଦମନ ଅଭିଯାନ

ମାଲକାନଗିରି (ବଡ଼ ଖବର ବ୍ୟୁରୋ): ନିର୍ବାଚନ ପୂର୍ବରୁ ରାଜ୍ୟରେ ନକ୍ସଲ ଦମନ ଅଭିଯାନ । ମାଲକାନଗିରି ଭେଜାଙ୍ଗିୱାଡ ଜଙ୍ଗଲରୁ ବିସ୍ଫୋରକ ଜବତ । ମାଲକାନଗିରି କାଲିମେଳା ଥାନା ଭେଜାଙ୍ଗିୱାଡ ସରଂକ୍ଷିତ ଜଙ୍ଗଲରୁ ବ୍ୟାପକ ମାରଣାସ୍ତ୍ର ସହ ବିସ୍ଫୋରକ ଜବତ । ଆଜି ଏହି ଅଞ୍ଚଳରେ ବିଏସଏଫ ପକ୍ଷରୁ କମ୍ବିଂ ଅପରେସନ କରାଯାଇଥିଲା ।

ଏହି ସମୟରେ ସାନ ଟେକାଗୁଡା ଓ ଏଲକାନୁର ଜଙ୍ଗଲରୁ ୭ଟି ବନ୍ଧୁକ, ଦୁଇଟି ଟିଫିନ ବୋମା, ୪ଟି ହେଣ୍ଡଗ୍ରେନେଡ ଓ ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ ହୋଇଛି । ପୂର୍ବରୁ ଏହି ଅଞ୍ଚଳରେ ମାଓବାଦୀଙ୍କ ବେଶ ପ୍ରଭାବ ରହିଥିଲା । କିନ୍ତୁ ଏବେ ସେମାନଙ୍କ ପ୍ରଭାବ ଧିରେ ଧିରେ କମିବାରେ ଲାଗିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ