Masthead

ଅଂଶୁଘାତ ଆକ୍ରାନ୍ତରେ ଜଣେ ମୃତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ରାଜ୍ୟରେ ଅଂଶୁଘାତରେ ଜଣେ ମୃତ । ସରକାରୀ ହିସାବ ଅନୁସାରେ ଅଂଶୁଘାତରେ ଏଯାବତ ଜଣକ ମୃତ୍ୟୁ ହୋଇଛି । ବାଲେଶ୍ବରରୁ ଜଣକ ମୃତ୍ୟୁ ହୋଇଥିବା କହିଲେ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ । ବର୍ତ୍ତମାନ ସୁଦ୍ଧା ଅଂଶୁଘାତ ଓ ହିଟ୍ ରିଲେଟେଡ ଇଲନେସ ଯୋଗୁ ୭୧ ଜଣ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ସୁନ୍ଦରଗଡ଼ ଜିଲ୍ଲାରେ ସର୍ବାଧିକ ୩୫ ଜଣ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ବେଳେ ମୟୂରଭଞ୍ଜରେ ୭ ଓ ଅନୁଗୋଳରେ ୭ ଜଣ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି । ସେହିପରି ଭୁବନେଶ୍ୱର ସ୍ଥିତ କ୍ୟାପିଟାଲ ହସ୍ପିଟାଲରେ ୬ ଜଣ ହିଟ୍ ରିଲେଟେଡ ଇଲନେସ ପାଇଁ ଭର୍ତ୍ତି ହୋଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼