Masthead

ଡଙ୍ଗାବୁଡି ଘଟଣା, ଚତୁର୍ଥ ମୃତଦେହ ଉଦ୍ଧାର

ଝାରସୁଗୁଡ଼ା (ବଡ଼ ଖବର ବ୍ୟୁରୋ):  ମହାନଦୀରେ ଡଙ୍ଗା ବୁଡି ଘଟଣା ।  ଆଉ ୪ ଜଣଙ୍କ ମୃତଦେହ ଉଦ୍ଧାର । ଉଦ୍ଧାର ୪ ଜଣଙ୍କ ମଧ୍ୟରେ ୨ ଜଣ ନାବାଳକ ଓ ଜଣେ ମହିଳା ଅଛନ୍ତି । ୭ ବର୍ଷର ପିକେଶ୍ୱର ରାଠିଆ ଓ ନବୀନ ରାଠିଆଙ୍କ ମୃତଦେହ ଉଦ୍ଧାର କରାଯାଇଥିବା ବେଳେ ରାଧିକା ରାଠିଆଙ୍କ ମୃତଦେହ ଉଦ୍ଧାର କରାଯାଇଛି । ଏମାନେ ସମସ୍ତେ ଛତିଡ଼ଗର ବାସିନ୍ଦା । ୨ଟି ଆଡଭାନ୍ସ ଅଣ୍ଡର ୱାଟର ସର୍ଚ୍ଚ କ୍ୟାମେରା ମାଧ୍ୟମରେ ସ୍କୁବା ଡାଇଭରମାନେ ମୃତଦେହକୁ ଉଦ୍ଧା କରିଛନ୍ତି । ଏହାକୁ ମିଶାଇ ମୋଟ୍ ମୃତ୍ୟୁ ସଂଖ୍ୟା ୫ରେ ପହଞ୍ଚିଛନ୍ତି ।

ଏବେ ବି ୪ ଜଣ ନିଖୋଜ ଅଛନ୍ତି । ସେମାନଙ୍କୁ ଉଦ୍ଧାର କରିବା ପାଇଁ ଅପରେସନ୍ ଜାରି ରହିଛି । ଗତକାଲି ଜଣଙ୍କର ମୃତଦେହ ମିଳିଥିଲା ।  ସ୍କୁବା ଡାଇଭରଙ୍କ ସହ ଓଡ୍ରାଫ ଟିମ୍, ଅଗ୍ନିଶମ ବାହିନୀ ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି । ଝାରସୁଗୁଡା ଲଖନପୁର ସ୍ଥିତ ଶରଧା ନିକଟ ମହାନଦୀରେ ଏଭଳି ଦୁଃଖଦ ଘଟଣା ଘଟିଛି । ଡଙ୍ଗାରେ ପାଖାପାଖି ୫୪ଜଣ ଯାତ୍ରୀ ବରଗଡ଼ ବାଞ୍ଜିପାଲିରୁ ଝାରସୁଗୁଡ଼ା ସରଧା ଡଙ୍ଗା ଘାଟକୁ ଆସୁଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା