Masthead

ଭୋଟ ବର୍ଜନ ଚେତାବନୀ

ବାଲେଶ୍ୱର (ବଡ଼ ଖବର ବ୍ୟୁରୋ): ରାସ୍ତା ନାହିଁ ତ ଭୋଟ ନାହିଁ । ଚେତାବନୀ ଦେଲେ ଗାଁ ଲୋକେ । ଏଭଳି ପ୍ରତିକ୍ରିୟାର ବିଦ୍ରୋହ ଆସିଛି ବାଲେଶ୍ୱର ଜିଲ୍ଲା ସୋର ବ୍ଲକ ଆନନ୍ତପୁର ପଞ୍ଚାୟତ ନାଥ ସାହିରୁ । ନିଜର ପ୍ରତିବାଦ ଶୁଣାଇବାକୁ ବାଲେଶ୍ୱର ଜିଲ୍ଲାପାଳ ପାଖରେ ପହଁଞ୍ଚିଲେ ଅଞ୍ଚଳବାସୀ । ରାଜ୍ୟରେ ବିଜେଡି ୨୫ ବର୍ଷ ଶାସନ ପରେବି ଗାଁକୁ ନାହିଁ ରାସ୍ତା ।

ପିଇବା ପାଇଁ ପାଣି ମିଳୁନି । ଯାହାକୁ ନେଇ ଗାଁ ଲୋକଙ୍କ ଭିତରେ ତୀବ୍ର ଅସେନ୍ତାଷ ଦେଖାଦେଇଛି । ଏଥର ନେତା ଆସନ୍ତୁ କି ମନ୍ତ୍ରୀ ଆସନ୍ତୁ କାହା କଥା ଶୁଣିବୁ ନାହିଁ । ଭୋଟ ଦେବାକୁ ଯିବୁନି । ଦୀର୍ଘଦିନର ସମସ୍ୟାକୁ ନେଇ ବାରମ୍ବାର ନେତା, ମନ୍ତ୍ରୀ, ବିଧାୟକ ଓ ଜିଲ୍ଲା ପ୍ରଶାସନ ସମସ୍ତେ ଜାଣିଥିଲେ ବି ବିଫଳ ହୋଇଛି ଲୋକଙ୍କ ସମସ୍ୟାର ସମାଧାନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି