Masthead

ଏବେ ବି ସମସ୍ତ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରି ନାହାନ୍ତି ଦଳ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଗତକାଲି ବିଜେଡି ୯ ଆସନ ପାଇଁ ପ୍ରାର୍ଥୀ ଦେଇଥିବାବେଳେ କଂଗ୍ରେସ ରାଜ୍ୟରେ ୩ ଲୋକସଭା ଓ ଆଉ ୧୬ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିଛି । ଏବେ ବି ଶେଷ ହୋଇନି ତିନ ଦଳର ପ୍ରାର୍ଥୀ ତାଲିକା । ତିନି ପ୍ରମୁଖ ଦଳ ସମସ୍ତ ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କରି ନାହାନ୍ତି । ବିଜେପି ୧୬, କଂଗ୍ରେସ ୯ଟି ଏବଂ ବିଜେଡି ୧୬ଟି ଆସନରେ ପ୍ରାର୍ଥୀ ଘୋଷଣା କରିବାକୁ ବାକି ରହିଛି ।

ତେଣୁ ଏବେ ବି ତିନି ଦଳର ଏହି ସବୁ ଆଶାୟୀ ନେତାଙ୍କ ମଧ୍ୟରେ ଛକାପଞ୍ଝା ଜାରି ରହିଛି । ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇସାରିଛି । ପ୍ରାର୍ଥୀମାନେ ଏପ୍ରିଲ ୨୫ ତାରିଖ ପର୍ଯ୍ୟନ୍ତ ନାମାଙ୍କନ ପତ୍ର ଦାଖଲ କରିବେ । ଏପ୍ରିଲ ୨୬ ତାରିଖରେ ନାମାଙ୍କନ ପତ୍ର ଯାଞ୍ଚ ଓ ଏପ୍ରିଲ ୨୯ ପ୍ରାର୍ଥୀ ପତ୍ର ପ୍ରତ୍ୟାହାରର ଶେଷ ତାରିଖ ରହିଛି । ମେ ୧୩ ତାରିଖରେ ଓଡିଶାରେ ହେବ ପ୍ରଥମ ପର୍ଯ୍ୟାୟ ଭୋଟ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହୀରାକୁଦରେ ଖୋଲିଲା ୧୪ ଗେଟ୍ 🔴 ରଥରେ ଅଣସେବାୟତ ପ୍ରବେଶ, ଆକ୍ସନ ମୋଡରେ ପ୍ରଶାସନ 🔴 ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ହୀରାକୁଦରେ ଖୋଲିଲା ୧୪ ଗେଟ୍ 🔴 ରଥରେ ଅଣସେବାୟତ ପ୍ରବେଶ, ଆକ୍ସନ ମୋଡରେ ପ୍ରଶାସନ 🔴 ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ