Masthead

ହମାସର ଶରଣାର୍ଥୀ କ୍ୟାମ୍ପରେ ଇସ୍ରାଏଲର ଆକ୍ରମଣ, ୧୪ମୃତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ହମାସ୍‌ରେ ଏକ ଶରଣାର୍ଥୀ କ୍ୟାମ୍ପରେ ଇସ୍ରାଏଲର ଘନଘନ ଆକ୍ରମଣ । ହମାସ ୱେଷ୍ଟ ବ୍ୟାଙ୍କରେ ଥିବା ଶରଣାର୍ଥୀ କ୍ୟାମ୍ପରେ ଆଇଡିଏଫ୍ ଆକ୍ରମଣ କରିଛି । ଆକ୍ରମଣରେ ହମାସର ୧୪ ନାଗରିକଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଏଥିରେ ଏକାଧିକ ଲୋକ ଆହତ ମଧ୍ୟ ହୋଇଛନ୍ତି। ୧୪ ଜଣଙ୍କ ମୃତ୍ୟୁ ନେଇ ପାଲେଷ୍ଟାଇନ୍ ସ୍ଵାସ୍ଥ୍ୟମନ୍ତ୍ରୀଙ୍କ ପକ୍ଷରୁ ସୂଚନା ମିଳିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ