Masthead

ବିଜେପିରେ ମିଶିବେ କଂଗ୍ରେସ ନେତା ଆଶିଷ ପାତ୍ର

ଜଳେଶ୍ୱର (ବଡ଼ ଖବର ବ୍ୟୁରୋ): ପଦ୍ମ ଧରିବେ ୩୪ବର୍ଷର ଟାଣୁଆ କଂଗ୍ରେସ ନେତା ଆଶିଷ ପାତ୍ର । ୧୦ ବର୍ଷ କଂଗ୍ରେସରେ ଥିଲେ ବ୍ଲକ ସଭପତି । ୬ ଥର କଂଗ୍ରେସ ଦଳରୁ ସ୍ୱାମୀ ସ୍ତ୍ରୀ ସରପଞ୍ଚ ଗାଦି ତୁଲାଇଥିଲେ । ପଦ୍ମ ଧରି ଭୋଗରାଇ ନିର୍ବାଚନ ମଣ୍ଡଳୀରୁ ବିଧାନସଭା ଆସନ ଲଢ଼ିପାରନ୍ତି ବୋଲି ଚର୍ଚ୍ଚା ।ଏପ୍ରିଲ ୧୦ ରେ ଛାଡ଼ିଥିଲେ କଂଗ୍ରେସ ଦଳ । ଟିକଟ ଆଶାୟୀଙ୍କୁ ନେଇ ଉପୁଜି ଥିଲା ସମସ୍ୟା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା