Masthead

ବସ୍ ହାଇୱା ମୁହାଁମୁହିଁ ଧକ୍କା

ବଣାଇ (ବଡ଼ ଖବର ବ୍ୟୁରୋ): ସୁନ୍ଦରଗଡ ଜିଲ୍ଲା ବଣାଇ ଉପଖଣ୍ଡର ଲହୁଣୀପଡା ଥାନା ରାଜାମୁଣ୍ଡା ବାଇପାସ ଛକ ନିକଟରେ ବସ ଓ ହାଇୱ ମଧ୍ୟରେ ଧକ୍କା । ପ୍ରାୟ ୩୦ରୁ ଉର୍ଦ୍ଧ୍ବ ଯାତ୍ରୀ ଥିବାବେଳେ ତିନି ଆହତ ଓ ଦୁଇ ଗୁରୁତର । ଗୁରୁତରଙ୍କୁ ରାଉରକେଲା ସ୍ଥାନାନ୍ତରିତ କରାଯାଇଛି । ଲିଙ୍ଗରାଜ ନାମକ ଏକ ଘରୋଇ ବସ ରାଉରକେଲାରୁ ବଡ଼ବିଲ ଅଭିମୁଖେ ଯାଉଥିବା ବେଳେ ସାମ୍ନା ପଟୁ ଏକ ହାଇୱା ଗାଡି ସହ ମୁହାଁମୁହିଁ ଧକ୍କା ହୋଇଥିବା ଜଣା ପଡ଼ିଛି।

ସ୍ଥାନୀୟ ଲୋକଙ୍କ ସହାୟତ୍ତାରେ ଆମ୍ବୁଲାନ୍ସ ଯୋଗେ ଗୁରୁତର ଥିବା ଯାତ୍ରୀଙ୍କୁ ଲହୁଣୀପଡ଼ା ଚିକିତ୍ସାଳୟକୁ ନିଆଯାଇ ତାଙ୍କର ପ୍ରାଥମିକ ଚିକିତ୍ସା କରା ଯାଉଥିବା ବେଳେ ଲହୁଣୀପଡ଼ା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଉଭୟ ଗାଡ଼ିକୁ ସିଜ୍ କରିବା ସହିତ ଘଟଣାର ତଦନ୍ତ କରୁଥିବା ଜଣା ପଡ଼ିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି