Masthead

ବାଇକ ଲୁଟେରାକୁ କାବୁ କଲେ ସ୍ଥାନୀୟ ଲୋକେ

ବସ୍ତା (ବଡ଼ ଖବର ବ୍ୟୁରୋ): ବାଇକ ଲୁଟେରାକୁ କାବୁ କଲେ ସ୍ଥାନୀୟ ଲୋକେ । ଏଭଳି ଦୃଶ୍ୟ ଦେଖିବାକୁ ମଳିଛି ବାଲେଶ୍ୱର ଜିଲ୍ଲା ବସ୍ତା ଥାନା ରାଜଘଟ ସ୍ଥିତ ଟୋଲଗେଟ ବଜାରରୁ । ଜଣେ ବାଇକ ଲୁଟେରାକୁ ଧରି ପୋଲିସର ଜିମା ଦେଲେ ସ୍ଥାନୀୟ ଲୋକେ । ରାଜଘାଟ ଅଞ୍ଚଳର ବାବୁଲି ପାତ୍ର ନାମକ ଜଣେ ବ୍ୟକ୍ତି ଟୋଲଗେଟ ବଜାରକୁ କୌଣସି କାମରେ ଆସି ବାଇକ ରଖିଥିଲେ ।

ଜଳେଶ୍ୱର ଅଞ୍ଚଳର ଜଣେ ଯୁବକ ଉକ୍ତ ବାଇକକୁ ନେଇ ଯାଉଥିବା ସମୟରେ ସ୍ଥାନୀୟ ଲୋକଙ୍କ ହାତରେ ଧରା ପଡିଥିଲେ । ଉକ୍ତ ଯୁବକକୁ ଅଟକ ରଖି ଅମର୍ଦାରୋଡ ଫାଣ୍ଡିକୁ ଖବର ଦେଇଥିଲେ ସ୍ଥାନୀୟ ଲୋକେ । ଫାଣ୍ଡି ଅଧିକାରୀ ଘଟଣା ସ୍ଥଳରେ ପହଞ୍ଚି ଉକ୍ତ ଯୁବକକୁ ଅଟକ ରଖି ପଚରା ଉଚରା କରୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି