୨୫ରେ ଓଡ଼ିଶା ଆସିବେ ଅମିତ ଶାହ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓଡ଼ିଶା ଆସିବେ ଅମିତ ଶାହ । ଆସନ୍ତା ୨୫ ତାରିଖରେ ଓଡ଼ିଶା ଆସିବେ ଅମିତ ଶାହ । ସୂଚନା ଦେଲେ ବିଜେପି ଉପସଭାପତି ଗୋଲକ ମହାପାତ୍ର । ୨୫ରେ ସୋନପୁରରେ ଜନସଭାକୁ ସମ୍ବୋଧନ କରିବେ ଶାହ । ପରେ ଭୁବନେଶ୍ୱରରେ କାର୍ଯ୍ୟକର୍ତ୍ତାଙ୍କ ସହ ଆଲୋଚନା କରିବେ । ନିର୍ବାଚନୀ ରଣନୀତି ନେଇ କର୍ମକର୍ତ୍ତାଙ୍କ ସହ ଆଲୋଚନା କରିବେ । ବଲାଙ୍ଗିର ଲୋକସଭା ନିର୍ବାଚନ ମଣ୍ଡଳୀରେ ସୋନପୁର ଆସୁଥିବା ବେଳେ ଏହି ସଂସଦୀୟ କ୍ଷେତ୍ରରେ ସଂଗୀତା ସିଂହ ଦେଓଙ୍କୁ ସାଂସଦ ପ୍ରାର୍ଥୀ କରିଛି ଦଳ ।

ସେହିପରି ସୋନପୁର ବିଧାନସଭା କ୍ଷେତ୍ରରୁ ପ୍ରମୋଦ ମହାପାତ୍ରଙ୍କୁ ମିଳିଛି ଟିକେଟ । ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବା ସହ ନିର୍ବାଚନରେ ବିଜୟୀ ହେବାକୁ ନେତା ଓ କର୍ମୀଙ୍କୁ ଗୁରୁମନ୍ତ୍ର ଦେବେ ଅମିତ ଶାହା । ଏଥିସହ ଭୁବନେଶ୍ୱରରେ ଦଳର ରାଜ୍ୟ ନେତୃତ୍ୱଙ୍କୁ ଭେଟି ରଣନୀତି ସମ୍ପର୍କରେ ଆଲୋଚନା କରିବେ । କାର୍ଯ୍ୟକ୍ରମ ସରିବା ପରେ ଭୁବନେଶ୍ୱରରେ ରାତ୍ରିଯାପନ କରିବେ କେନ୍ଦ୍ର ଗୃହମନ୍ତ୍ରୀ । ତେବେ ଶାହାଙ୍କ ଗସ୍ତଙ୍କୁ ନେଇ ଉତ୍ସାହିତ ବିଜେପି ନେତା ଓ କର୍ମୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ