Masthead

ବିଦ୍ୟୁତ ନେଲା ବିଦ୍ୟୁତ କର୍ମଚାରୀଙ୍କ ଜୀବନ

କେନ୍ଦୁଝର, (ବଡ଼ ଖବର ବ୍ୟୁରୋ): ବିଦ୍ୟୁତ ଆଘାତରେ ବିଦ୍ୟୁତ କର୍ମଚାରୀଙ୍କ ମୃତ୍ୟୁ । ଏଭଳି ଅଭାବନୀୟ ଘଟଣା ଘଟିଛି କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ଶିରିପୁର ନିକଟରେ । ଆଜି ଅପରାହ୍ନରେ ପୌରପାଳିକାର ବିଦ୍ୟୁତ ଲାଇନ ସଜାଡ଼ୁଥିବା ବେଳେ ୧୧ କେଭି ବିଦ୍ୟୁତ ସଂସ୍ପର୍ଶରେ ଆସି ଜଣେ ବିଦ୍ୟୁତ କର୍ମଚାରୀଙ୍କ ମୃତ୍ୟୁ ଘଟିଛି । ମୃତକ ହେଉଛନ୍ତି ପଳାସପଙ୍ଗା ନିକଟସ୍ଥ ବାଙ୍କମାରୁଣି ଗ୍ରାମର ବିନୋଦ ମହାନ୍ତ । ବିନୋଦ ପୌରପାଳିକାର କଣ୍ଟ୍ରାକ୍ଟର ଅଧୀନରେ ଠିକା ଶ୍ରମିକ ଭାବେ କାର୍ଯ୍ୟ କରୁଥିଲେ । ବିଦ୍ୟୁତ ଆଘାତ ପରେ ତାଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ସେଠାରେ ଡାକ୍ତର କାଙ୍କୁ ମୃତ ଘୋଷଣା କରିଥିଲେ । ଟାଉନ ଥାନା ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା