Masthead

ଟ୍ରେନରୁ ଖସି ଯୁବକ ମୃତ

ବସ୍ତା (ବଡ଼ ଖବର ବ୍ୟୁରୋ): ଦକ୍ଷୀଣ-ପୂର୍ବ ରେଳ ପଥର ଖଡଗପୁର ଡିଭିଜନର ଅମର୍ଦାରୋଡ ଷ୍ଟେସନର ରେଳ ଧାରଣାରୁ ଅଜଣା ଯୁବକର ମୃତଦେହ ଉଦ୍ଧାର କରିଛି ରେଳବାଇ ପୋଲିସ । ବିଳମ୍ବିତ ରାତିରେ କୌଣସି ଯାତ୍ରୀବାହୀ ଟ୍ରେନରୁ ଉକ୍ତ ଯୁବକ ଜଣକ ଖସି ପଡିଥିବା ଅନୁମାନ କରାଯାଉଛି । ଯୁବକ ଜଣକର ପରିଚୟ ମିଳି ନାହିଁ ।

ରେଳବାଇ ପୋଲିସ ଆଜି ମୃତଦେହ ଉଦ୍ଧାର କରି ଅଧିକ ତଦନ୍ତ କରୁଛି । ଅଧିକାଂଶ ସମୟରେ ରେଳ ଯାତ୍ରୀମାନେ ଟ୍ରେନର ଗେଟରେ ବସୁଥିବାରୁ ଏଭଳି ଘଟଣା ଘଟିଥାଇ ପାରେ ବୋଲି ଅନୁମାନ କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତ ଆସୁଛନ୍ତି ଚୀନ୍ ରାଷ୍ଟ୍ରପତି! 🔴 ଗୃହମନ୍ତ୍ରୀଙ୍କୁ ଭେଟିଲେ ରାଜ୍ୟ ସରକାର 🔴 ହୀରାକୁଦରେ ଖୋଲିଲା ୧୪ ଗେଟ୍ 🔴 ରଥରେ ଅଣସେବାୟତ ପ୍ରବେଶ, ଆକ୍ସନ ମୋଡରେ ପ୍ରଶାସନ 🔴 ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 ଭାରତ ଆସୁଛନ୍ତି ଚୀନ୍ ରାଷ୍ଟ୍ରପତି! 🔴 ଗୃହମନ୍ତ୍ରୀଙ୍କୁ ଭେଟିଲେ ରାଜ୍ୟ ସରକାର 🔴 ହୀରାକୁଦରେ ଖୋଲିଲା ୧୪ ଗେଟ୍ 🔴 ରଥରେ ଅଣସେବାୟତ ପ୍ରବେଶ, ଆକ୍ସନ ମୋଡରେ ପ୍ରଶାସନ 🔴 ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି..