Masthead

ମୋଦି ଗ୍ୟାରେଣ୍ଟିକୁ ଘରେ ଘରେ ପହଞ୍ଚାଇବା ଲକ୍ଷ୍ୟ: ମନମୋହନ ସାମଲ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟ ବିଜେପି ପକ୍ଷରୁ ଜାରି ହେଲା ମୋଦି ଗ୍ୟାରେଣ୍ଟି ସଂକଳ୍ପପତ୍ର ଲୋକାର୍ପିତ । ବିଜେପି କାର୍ଯ୍ୟାଳୟରେ ଓଡ଼ିଆ ସଂକଳ୍ପପତ୍ର ଲୋକାର୍ପିତ ହୋଇଛି । ସଂକଳ୍ପପତ୍ର ଲୋକାର୍ପଣ କଲେ ସଭାପତି ମନମୋହନ ସାମଲ । ଏହି ମୋଦି ଗ୍ୟାରେଣ୍ଟି ଓଡ଼ିଆ ସଂକଳ୍ପପତ୍ରକୁ ଘରେ ଘରେ ପହଞ୍ଚାଇବାକୁ ଲକ୍ଷ୍ୟ ରଖାଯାଇଥିବା ମନମୋହନ କହିଛନ୍ତି। ଏହି ଅବସରରେ ବିଜେପି ରାଜ୍ୟ ପ୍ରଭାରୀ ବିଜୟପାଲ ସିଂ ତୋମରଙ୍କ ସହ ଅନେକ ବରିଷ୍ଠ ନେତା ଉପସ୍ଥିତ ଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି