Masthead

ଶ୍ରୀମନ୍ଦିରରେ ପଡିଲା ରକ୍ତଛିଟା, ମହାପ୍ରଭୁଙ୍କର ହେଲା ବଡମହାସ୍ନାନ

ପୁରୀ(ବଡ଼ ଖବର ବ୍ୟୁରୋ): ଶ୍ରୀମନ୍ଦିରରେ ଅଘଟଣ। ଭିତରକାଠ ନିକଟରେ ରକ୍ତଛିଟା ପଡିବାରୁ ମହାପ୍ରଭୁଙ୍କର ହେଲା ବଡମହାସ୍ନାନ। ମଙ୍ଗଳାଳତୀ ପୂର୍ବରୁ ମହାସ୍ନାନ ହେଲେ ମହାପ୍ରଭୁ। ସକାଳ ୫ଟା ୨୧ରେ ସିଂହଦ୍ଵାର ଫିଟିବା ପରେ ପ୍ରଥମେ ସେବାୟତ ଘରର ମହିଳାମାନେ ମହାପ୍ରଭୁଙ୍କ ଦର୍ଶନ ପାଇଁ ପ୍ରବେଶ କରିଥିଲେ। ଭିତରକାଠ ନିକଟ ଧୁକୁଡି ଦ୍ୱାର ନିକଟରେ ଜଣେ ସେବାୟତ ମହିଳାଙ୍କ ଆଙ୍ଗୁଠିରୁ ରକ୍ତଛିଟା ଲାଗିଥିଲା। ଫଳରେ ମଙ୍ଗଳ ଆଳତି ପୂର୍ବରୁ ନୀତି ଅଟକିଥିବା ଜଣାପଡିଛି। ମହାପ୍ରଭୁଙ୍କ ବଡ଼ ମହାସ୍ନାନ ହେବା ପରେ ନୀତି ଆଗକୁ ବଢିବ ବୋଲି ଜଣାପଡିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ