Masthead

ରାହୁଲଙ୍କ ‘ପାନ୍’ ଥିଓରୀ

ସାଲେପୁର (ବଡ଼ ଖବର ବ୍ୟୁରୋ): ସାଲେପୁର ସଭାରେ ଆରମ୍ଭରୁ ବର୍ଷିଲେ ରାହୁଲ ଗାନ୍ଧି। ବିରୋଧୀଙ୍କୁ ଟାର୍ଗେଟ କରିବା ସହ ବିଜେଡି ଉପରେ ବର୍ଷିଛନ୍ତି । ସେ କହିଛନ୍ତି, ନବୀନ ଏଠାରେ କିଛି ନିର୍ଦ୍ଦିଷ୍ଟ ଲୋକଙ୍କୁ ନେଇ ସରକାର ଚଳାଉଛନ୍ତି। ଅଳ୍ପ କିଛି ଲୋକ ହିଁ ସବୁ ଫାଇଦା ଉଠାଉଛନ୍ତି। କଂଗ୍ରେସ ତେଲେଙ୍ଗାନାରେ ବିଜେପି-ବିଆର୍‌ଏସ୍‌ ମେଣ୍ଟ ପଦାକୁ ଆଣିଥିଲା।

ନିର୍ବାଚନ ହେଲା, ସେଠାରେ ବିଆର୍‌ଏସ୍‌ ପୂରା ଉଡ଼ିଗଲା। ଏଠାରେ ବିଜେପି-ବିଜେଡିର ବାହାଘର ହୋଇଯାଇଛି। ଏଠାରେ ଦୁଇ ଜଣ ଏକାଠି ରହି ଓଡ଼ିଶାବାସୀଙ୍କୁ ପାନ ଦେଇଛନ୍ତି। ଅଙ୍କଲ୍‌ ଓ ନବୀନ ବାବୁ ମିଶି ଓଡ଼ିଶା ଲୋକଙ୍କୁ ପାନ ଧରାଇଦେଲେ। ପାନ ଅର୍ଥ ଓଡ଼ିଶାକୁ ପାଣ୍ଡିଆନ ହିଁ ଚଳାଉଛନ୍ତି ବୋଲି କହିଛନ୍ତି ରାହୁଲ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ