Masthead

ଭୁବନେଶ୍ୱରରେ ଜେପି ନଡ୍ଡା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଭୁବନେଶ୍ୱରରେ ପହଞ୍ଚିଲେ ବିଜେପି ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା ପହଞ୍ଚିଲେ । ବ୍ରହ୍ମପୁର ବିଜୟ ସଂକଳ୍ପ ସମାବେଶରେ ଯୋଗଦେବେ । ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ରାଜ୍ୟ ବିଜେପିର ବରିଷ୍ଠ ନେତୃତ୍ୱ ତାଙ୍କୁ ସ୍ୱାଗତ କରିଛନ୍ତି । ତେବେ ଭୁବନେଶ୍ୱରରୁ ସ୍ୱତନ୍ତ୍ର ବିମାନରେ ସେ ବ୍ରହ୍ମପୁର ଯିବେ । ବ୍ରହ୍ମପୁରରେ ଆୟୋଜିତ ସାଧାରଣ ସଭାରେ ଯୋଗଦେଇ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବା ସହ କାର୍ଯ୍ୟକର୍ତ୍ତାଙ୍କୁ ଗୁରୁମନ୍ତ୍ର ଦେବେ ନଡ୍ଡା ।

ବ୍ରହ୍ମପୁର ରଙ୍ଗେଇଲୁଣ୍ଡା ଏୟାରଷ୍ଟ୍ରିପରେ ପହଞ୍ଚିବା ପରେ ସେଠାରୁ ସେ ଆମ୍ବପୁଆରେ ଆୟୋଜିତ ସାଧାରଣ ସଭାରେ ଯୋଗଦେବେ ଆଉ ଦଳୀୟ ବିଧାୟକ ଏବଂ ସାଂସଦଙ୍କ ପାଇଁ ପ୍ରଚାର କରିବେ । ପରେ ସଂଧ୍ୟା ୬ଟା ୪୫ରେ କାର୍ଯ୍ୟକର୍ତ୍ତା ମାନଙ୍କୁ ନେଇ ନଡ୍ଡା ବୈଠକ କରିବାର କାର୍ଯ୍ୟକ୍ରମ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାଙ୍ଗିଲା ରଥ ଚକ, ଭକ୍ତଙ୍କ କାନ୍ଧରେ ଗଲେ ଜଗନ୍ନାଥ 🔴 ଖୋଲିଲା ହୀରାକୁଦ ଗେଟ୍ 🔴 ୧୨ ଘଣ୍ଟାରେ ଲଘୁଚାପ! 🔴 ମହଣ ମହଣ ସୁନାରେ ଝଟକିବେ ମଣିମା 🔴 ସଲମାନ ଖାନଙ୍କ ଗଲୱାନ 🔴 ପାଟନାରେ ବିଜେପି ନେତାଙ୍କୁ ଗୁଳିମାଡ଼ 🔴 ପରଦାକୁ ଆସିଲା ଓଡ଼ିଆ ସିନେମା ‘ନବକଳେବର’ 🔴 ଆହୁରି ତିନି ଦିନ ଭିଜିବ ଓଡ଼ିଶା 🔴 ସରିଲା ଆଡ଼ପମଣ୍ଡପ ଲୀଳା, ଅପେକ୍ଷାରେ ମାଆ 🔴 ପୁରୀ ହେବ ମହାନଗରନିଗମ : ମୋହନ ଚରଣ ମାଝୀ 🔴 ଭାଙ୍ଗିଲା ରଥ ଚକ, ଭକ୍ତଙ୍କ କାନ୍ଧରେ ଗଲେ ଜଗନ୍ନାଥ 🔴 ଖୋଲିଲା ହୀରାକୁଦ ଗେଟ୍ 🔴 ୧୨ ଘଣ୍ଟାରେ ଲଘୁଚାପ! 🔴 ମହଣ ମହଣ ସୁନାରେ ଝଟକିବେ ମଣିମା 🔴 ସଲମାନ ଖାନଙ୍କ ଗଲୱାନ 🔴 ପାଟନାରେ ବିଜେପି ନେତାଙ୍କୁ ଗୁଳିମାଡ଼ 🔴 ପରଦାକୁ ଆସିଲା ଓଡ଼ିଆ ସିନେମା ‘ନବକଳେବର’ 🔴 ଆହୁରି ତିନି ଦିନ ଭିଜିବ ଓଡ଼ିଶା 🔴 ସରିଲା ଆଡ଼ପମଣ୍ଡପ ଲୀଳା, ଅପେକ୍ଷାରେ ମାଆ 🔴 ପୁରୀ ହେବ ମହାନଗରନିଗମ : ମୋହନ ଚରଣ ମାଝୀ