Masthead

୬୦୨ କୋଟି ଟଙ୍କାର ଡ୍ରଗ୍ସ ଜବତ,୧୪ ପାକିସ୍ତାନୀ ନାଗରିକ ଗିରଫ

ଗୁଜରାଟ (ବଡ଼ ଖବର ବ୍ୟୁରୋ):ଗୁଜରାଟ ତଟରେ ଜବତ ହେଲା ୮୬ କିଲୋଗ୍ରାମ ଡ୍ରଗ୍ସ । ଜବତ ହେଇଥିବା ଏହି ଡ୍ରଗ୍ସର ମୂଲ୍ୟ ପାଖାପାଖି ୬୦୨ କୋଟି ବୋଲି ଅନୁମାନ କରାଯାଉଛି । ଏଟିଏସ୍ ଏବଂ ଏନସିବିର ଏହି ମିଳିତ କାର୍ୟ୍ୟାନୁଷ୍ଠାନରେ ୧୪ ଜଣ ପାକିସ୍ତାନୀ ନାଗରିକଙ୍କୁ ଗିରଫ କରାଯାଇଛି ।

ଅପରେସନ୍ ସମୟରେ ଗିରଫଦାରୀରୁ ବଞ୍ଚିବା ପାଇଁ ପାକିସ୍ତାନୀ ନାଗରିକମାନେ ଏଟିଏସ୍ ଅଧିକାରୀଙ୍କ ଉପରେ ନିଜର ଡଙ୍ଗାକୁ ଚଢାଇ ମାରିବାକୁ ଉଦ୍ୟମ କରିଥିଲେ । ତେଣୁ ସେମାନଙ୍କୁ ଜବାବ୍ ଦେବାକୁ ପୋଲିସ୍ ଫାୟାରିଂ କରିଥିଲା । ଏହାପରେ ସନ୍ଦିଗ୍ଧମାନେ ପୋଲିସ ହାତରେ ଧରାପଡିଥିଲେ ୧୪ ପାକିସ୍ତାନୀ ନାଗରିକ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ